ନୂଆବର୍ଷରେ ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି ଓ ପ୍ରଗତି କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନଶ୍ୱର: ଓଡ଼ିଶାବାସୀଙ୍କୁ ନୂଆବର୍ଷରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ । ଏନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ…