ବାତ୍ୟା ପ୍ରପୀଡିତଙ୍କୁ ଓଡିଶା ପୋଲିସର ସହାୟତା
ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡିଶା ପୋଲିସ ପକ୍ଷରୁ ୧,୬୧,୬୧,୪୧୨ କୋଟି ଟଙ୍କା ପ୍ରଦାନ କରାଯାଇଛି ।
ଡିଜିପି ଆରପି ଶର୍ମାଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀମାନେ…