Latest Odisha News

BREAKING NEWS

Browsing Tag

CM relief fund

ବାତ୍ୟା ପ୍ରପୀଡିତଙ୍କୁ ଓଡିଶା ପୋଲିସର ସହାୟତା

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡିଶା ପୋଲିସ ପକ୍ଷରୁ ୧,୬୧,୬୧,୪୧୨ କୋଟି ଟଙ୍କା ପ୍ରଦାନ କରାଯାଇଛି । ଡିଜିପି ଆରପି ଶର୍ମାଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀମାନେ…

ବାତ୍ୟା ବିପର୍ଯ୍ୟସ୍ତ ଓଡିଶାର ପୁନଃରୁଦ୍ଧାର ଲାଗି ୧୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କଲେ ଗୀତା ମେହେଟ୍ଟା

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନଙ୍କୁ ତଥା ବାତ୍ୟା ବିପର୍ଯ୍ୟସ୍ତ ଓଡିଶାର ପୁର୍ନରୁଦ୍ଧାର ଲାଗି ନ୍ୟୁୟର୍କସ୍ଥିତ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ଉଲ୍ଲେଖନୀୟ ଯେ,…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଏମସିର ୧୦୦ କୋଟି ଟଙ୍କା ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ‘ଓଏମସି’ ପକ୍ଷରୁ ୧୦୦ କୋଟି ଟଙ୍କା ପ୍ରଦାନ କରଯାଇଛି ।…

ରିଲିଫ୍ ଫଣ୍ଡକୁ ସହାୟତା ରାଶି ପ୍ରଦାନ କରିଥିବା ସମସ୍ତ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଳୟଙ୍କାରୀ ବାତ୍ୟା ‘ଫନି’ର ତାଣ୍ଡବରେ ଉପକୂଳ ଓଡିଶା ଏକପ୍ରକାର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା କହିଲେ ଅତ୍ୟୁକ୍ତି ହେବ ନାହିଁ । ପୁଣି ଥରେ ଏହାର ପୁର୍ନଉଦ୍ଧାର ତଥା ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଜୋରଦାର ପ୍ରୟାସ କରୁଛନ୍ତି । ଏହି…