Latest Odisha News

BREAKING NEWS

Browsing Tag

cm visit

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ନବୀନ ଆଜି ଦିନ ୧ଟା ୩୦ ବେଳେ ଦିଲ୍ଲୀ ଗସ୍ତରେ ଯିବେ । ଏପ୍ରିଲ ୩୦ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ହେବ । ଏଥିରେ…

ଗଞ୍ଜାମ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ବିଜୁ ସ୍ବାସ୍ଥ୍ୟକାର୍ଡ ବଣ୍ଟନ ସହ ପ୍ରକଳ୍ପ ଉଦଘାଟନ

ବ୍ରହ୍ମପୁର: ଗଞ୍ଜାମରେ ଲେଖା ହେଲା ସେବା ଆଉ ବିକାଶର ନୂଆ କାହାଣୀ । ସ୍ମାର୍ଟ ସ୍ୱାସ୍ଥ୍ୟସେବା ସହ ଯୋଡ଼ି ହେଲା ଗଞ୍ଜାମ । ଦିନିକିଆ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୨୭ ଲକ୍ଷ ପରିବାର ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ…

ଆସନ୍ତାକାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ

ବରଗଡ଼ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ।ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି।୩ ଲକ୍ଷ…

ମୁଖ୍ୟମନ୍ତ୍ରୀଙ୍କ ମିଶନ ମୟୁରଭଞ୍ଜ

ମୟୁରଭଞ୍ଜ: ମୁଖ୍ୟମନ୍ତ୍ରୀଙ୍କ ମିଶନ ମୟୁରଭଞ୍ଜ । ବାରିପଦା ମୟୁରଭଞ୍ଜରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ସହିଦ ସ୍ମୃତି ଭବନରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ…

ଟିଟିଲାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର: ବିକାଶ ନକ୍ସାରେ ଯୋଡି ହେବ ବଲାଙ୍ଗୀର ସହର । ବହୁ ସମୟ ଅପେକ୍ଷାର ଅନ୍ତ ହୋଇଛି । ଟିଟିଲାଗଡ଼ରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟାରେ ଟିଟିଲାଗଡ଼ ସଭାସ୍ଥଳରେ ଯୋଗ ଦେଇଛନ୍ତି । ଜିଲ୍ଲାରେ୨୦୮.୨୦କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ କରିବା ସହିତ ବିଜୁ…

କାଲି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ କାର୍ଡ

ଭୁବନେଶ୍ବର : ମାଲକାନଗିରି ଓ ସୁନ୍ଦରଗଡ଼ ପରେ ଆସନ୍ତାକାଲି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ବଲାଙ୍ଗିରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ ।…

[ଭିଡିଓ] ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ଶୁଭାରମ୍ଭ ହେବ ବିଜୁ କଲ୍ୟାଣ ସ୍ୱାସ୍ଥ୍ୟ ଯୋଜନା

ମାଲକାନଗିରି: ପ୍ରଥମେ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ସ୍ମାର୍ଟ କାର୍ଡ ବଣ୍ଟନ ହେବ । ଏଥିପାଇଁ ଆସନ୍ତକାଲି ମାଲକାନଗିରି ଗସ୍ତ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିଲାବେଳେ…