Latest Odisha News
Browsing Tag

CM wishes

[ଦେଖନ୍ତୁ ଭିଡିଓ] ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ଏକ ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ଆପଣମାନଙ୍କୁ ଅଭିନନ୍ଦନ ଜଣାଉଛି।…

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର । ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ଏଭିତରେ ଅନେକ ବଦଳିଛି ଭୁବନେଶ୍ବର । ବିକାଶ ବହୁତ ଆଗକୁ ଯାଇଛି । ତଥାପି ଅନେକ…

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ୮୭ତମ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବଡଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବଡ଼ଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ଖ୍ରୀଷ୍ଟମାସର ଏହି ଆନନ୍ଦ ଉତ୍ସବରେ ସମସ୍ତଙ୍କୁ ଶୁଭେଚ୍ଛା। ଆପଣଙ୍କର ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧତାରେ ପରିପୂର୍ଣ୍ଣ ହେଉ। ସେହିପରି ଭାରତର ପୂର୍ବତନ…

୩ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ।  ସମାରୋହରେ ୩ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କୃତ ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ କାଲିର ଅତୀତ’କୁ ପୁରସ୍କାର ପ୍ରଦାନ କରାଯାଇଛି । ଅନ୍ୟ ପକ୍ଷରେ ଶ୍ରେଷ୍ଠ କଳା ଓ ସାଂସ୍କୃତିକ…

ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିନନ୍ଦନ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ତା ସହିତ ଗତ ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ବାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି…

ଇଦ୍ ମୁବାରକ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଇଦ୍ ଉଲ୍ ଜୁହା । ଏହି ଅବସରରେ ମୁସଲମାନ ଭାଇ ଭଉଣୀମାନଙ୍କୁ ଟ୍ୱିଟ୍ କରି ଇଦ୍ ମୁବାରକ୍ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହ ସେ ଟ୍ୱିଟରେ ଲେଖିଛନ୍ତି ଯେ, ଇଦ୍ ଜୀବନରେ ସୁଖ ଆଣିବା ସହ ଶାନ୍ତି ବଜାୟ ରଖୁ । Warm greetings on the…