Latest Odisha News

BREAKING NEWS

Browsing Tag

cm

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଟାର୍ଗେଟ୍ ! ଆଦିବାସୀ ପରିବାରରେ ଅପପୁଷ୍ଟି ନେଇ ଆକ୍ଷେପ କଲେ ଅର୍ଜୁନ

ଭୁବନେଶ୍ୱର : ଶିଳ୍ପ ସମୃଦ୍ଧ କଳିଙ୍ଗନଗରରେ ଦାରିଦ୍ର୍ୟର କରାଳ ରୂପ ! ଏକଥା ଆମେ କହୁନାହୁଁ, ଯାଜପୁର ଦାନଗଦୀ ବ୍ଲକ୍‌ ରଣାଗୁଣ୍ଡି ପଞ୍ଚାୟତ ରଗଡ଼ା-ଘାଟିସାହିର ବାଙ୍କୁ ହେମ୍ବ୍ରମ ଓ ତୁଳସୀ ହେମ୍ବ୍ରମଙ୍କ ୩ବର୍ଷର ଶିଶୁକନ୍ୟା ସାଂଘାତିକ ଅପପୁଷ୍ଟିରେ ଆକ୍ରାନ୍ତ ହେବା ଘଟଣା ଓ ଏହାକୁ ନେଇ…

ହାତୀ ମୃତ୍ୟୁ ନେଇ ଧର୍ମେନ୍ଦ୍ରଙ୍କ ଉଦବେଗ, ନବୀନ ଓ ଭୂପେନ୍ଦରଙ୍କୁ ଚିଠି

ଭୁବନେଶ୍ବର : ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖାସ କରି ହାତୀମାନଙ୍କର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ସମେତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଜଙ୍ଗଲ…

ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, କାଳିଆ ଦର୍ଶନ ସହ ନବୀନଙ୍କୁ ଭେଟିବେ ମମତା

ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ…

୪୭୯୦ କନେଷ୍ଟବଳ ପଦବୀ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ପୋଲିସ ଚାକିରୀ ଆଶାୟୀଙ୍କ ପାଇଁ ଆସିଲା ଖୁସି ଖବର ।  ଖୁବ୍‌ ଶୀଘ୍ର ପୋଲିସ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ । ଏନେଇ ମୁଖ୍ୟମନ୍ତ୍ରୀ ନୋଟିସ୍‌ ଜାରି କରିଛନ୍ତି । ଓଡିଶା ପୋଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଜୟନାରାୟଣଙ୍କ ବିସ୍ଫୋରକ ବୟାନ: ବିଜେଡି ବିଜୟ ପଛରେ ରାଜନୈତିକ ଡିଲ୍

ଭୁବନେଶ୍ୱର: କଂଗ୍ରେସ ସହ ଡିଲ୍ କରିଥିଲା ବିଜେଡି । ପଦ୍ମପୁର ପ୍ରଚାରକୁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ମଧ୍ୟରେ ଏହି ଡିଲ୍ ହୋଇଥିଲା । ଏପରି ବୟାନ ଦେଇଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର  । ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ ରାଜ୍ୟ ରାଜନୀତିକୁ…

ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସକାଳ ୧୦ଟା ୧୫ ମିନିଟ୍‌ରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟାହ୍ନ ୧୨ଟା ୧୫ ମିନିଟ୍‌ରେ ଦିଲ୍ଲୀରେ ପହଞ୍ଚି ସଂଧ୍ୟା ୫ଟାରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ…

ଆଜିଠୁ ମେକ୍-ଇନ୍-ଓଡ଼ିଶା କନକ୍ଲେଭ୍, ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

ଭୁବନେଶ୍ୱର : ଆଜିଠୁ ମେକ୍-ଇନ୍-ଓଡ଼ିଶା କନକ୍ଲେଭ୍ । ୩ବର୍ଷ ପରେ ଓଡ଼ିଶାରେ ହେବାକୁ ଯାଉଛି ମେକ-ଇନ୍-ଓଡ଼ିଶା କନକ୍ଲେଭ । ୩ୟ ସଂସ୍କରଣକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ଦିନ ଧରି ହେବାକୁ ଥିବା କନକ୍ଲେଭରେ ବିଭିନ୍ନ ଶିଳ୍ପ ସଂସ୍ଥାମାନେ ସାମିଲ ହେବେ । ତେବେ ୬ ଲକ୍ଷ…

ଆଜି ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଆଜି ମୁମ୍ବାଇରେ ନିବେଶକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରରେ ପୁଞ୍ଜି ନିବେଶ ପାଇଁ ଶିଳ୍ପପତି ଏବଂ ନିବେଶକଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଶିଳ୍ପପ୍ରତିଷ୍ଠା ପାଇଁ ଏବଂ  ବ୍ୟାଙ୍କିଙ୍ଗ୍, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍ ଓ…

ସମ୍ଭାବ୍ୟ ପ୍ରବଳ ବର୍ଷାକୁ ନେଇ ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ବର:  କିଛି ଦିନ ଧରି ଲଗାଣ ବର୍ଷା ପରେ ଆଜି ପୁଣି ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ତେବେ ବର୍ଷା ପାଇଁ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ ଅପିଲ କରିଛନ୍ତି । ଲୋକଙ୍କୁ ଭୟଭୀତ ନହେବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ ।…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ଆଗାମୀ ଦିନରେ…