Latest Odisha News
Browsing Tag

cm

ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଗାୟିକା ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ।…

ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ: ୫ରେ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ବର: ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିଜେଡି ସାଂସଦମାନେ ଏଥର ବି ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କୁ ସମର୍ଥନ ଦେବେ । ତେବେ ତା ପୂର୍ବଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୫ ତାରିଖରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।…

ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ  ଆଜି ରଥଯାତ୍ରା ଦେଖୁଛନ୍ତି  ।   ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ରଥରେ ଦର୍ଶନ କରିଛନ୍ତି । ମୁଖଞମନ୍ତ୍ରୀ ପ୍ରଥମେ ପରିକ୍ରମା ମାର୍ଗ ବୁଲି ଦେଖିଛନ୍ତି ।  । https://www.youtube.com/watch?v=FC7IceAS8-s

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ତାଙ୍କୁ ଶପଥପାଠ କରାଇଛନ୍ତି । ବାଲାସାହେବ ଠାକରେଙ୍କ ନାମ ନେଇ ମୁଖ୍ୟମନ୍ତ୍ରୀ ଭାବେ  ଶପଥ ନେଇଛନ୍ତି  ସିନ୍ଦେ ।  ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ…

ବିଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ବହୁଦିନ ପରେ ବିଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ରୋମ୍ ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ନେତାଙ୍କୁ ନନେଇ ଅଫିସରଙ୍କନେଇ ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ବିଦେଶ ଯାତ୍ରା ଆରମ୍ଭ କରିଛନ୍ତି । ରୋମ ରହଣୀ ସମୟରେ…

ଦୁର୍ଘଟଣାରେ ମୃତ ଛାତ୍ରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା…

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୮୬୦ କୋଟି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ

କଳାହାଣ୍ଡି : କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ହିତାଧିକାରୀମାନଙ୍କୁ  ସ୍ମାର୍ଟ ହେଲଥ କାର୍ଡ…

ସମ୍ବଲପୁରରେ ”BSKY” ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ସମ୍ବଲପୁରରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ । ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ…

ଆକାଶ ମାର୍ଗରୁ ବାତ୍ୟା ‘ଅମ୍ଫାନ୍‌’ ପ୍ରଭାବିତ ଜିଲ୍ଲା ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ଆଜି ଅପରାହ୍ନରେ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି । ବାତ୍ୟା ଅମ୍ଫାନ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ପୁନରୁଦ୍ଧାର କାର୍ଯ୍ୟ କିପରି ଭାବେ ଚାଲିଛି ଏବଂ ଏହି ବାତ୍ୟା ଯୋଗୁଁ କେତେ କ୍ଷୟକ୍ଷତି ହୋଇଛି…

ବାତ୍ୟା ଲାଗି ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆତଙ୍କିତ ନ’ହୋଇ ସରକାରଙ୍କ ସହ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅମ୍ଫାନ’ର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ସମୀକ୍ଷା କରିଛନ୍ତି । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଭାବିତ ହେବାକୁ ଥିବା…