Latest Odisha News
Browsing Tag

cm

ଝଡ଼ର ଇଗଲ୍‌: ଗୋପବନ୍ଧୁଙ୍କ ଛତା

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ଘରେ ରୁହନ୍ତୁ, କରୋନା ସଂକ୍ରମଣ ରୋକିବାରେ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ଓଡ଼ିଶାରେ ଏବେ ଲକ୍‌ଡାଉନ୍ ଜାରି ରହିଛି । ରାଜ୍ୟବାସୀ ଏହି ଲକ୍‌ଡାଉନକୁ ମାନି ସରକାରଙ୍କୁ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । #Odisha Government has announced complete shut…

ଲକ୍‌ଡାଉନ୍ ବେଳେ ଜୀବଜନ୍ତୁଙ୍କୁ ଖାଦ୍ୟ ପ୍ରଦାନ: ‘ପେଟା’ ପକ୍ଷରୁ ସମ୍ମାନିତ ହେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣ ଲାଗି ଚାଲିଥିବା ଲକ୍‌ଡାଉନ ସମୟରେ ପଶୁମାନଙ୍କୁ ଖାଦ୍ୟ ଯୋଗାଇଦେବା ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ ୫୪ ଲକ୍ଷ ଟଙ୍କା ଅନୁମୋଦନ କରିଥିଲେ । ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଏହି ମହାନତା ଲାଗି ପିପୁଲ୍ ଫର ଦି ଏଥିକାଲ୍ ଟ୍ରିଟମେଣ୍ଟ୍ ଅଫ…

ଦିଲ୍ଲୀରେ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ନୂଆଦିଲ୍ଲୀରେ କେନ୍ଦ୍ର ସହ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ରାଜ୍ୟର ବାକିଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ ଆଜି ସକାଳ ୯ଟା ବେଳେ ଦିଲ୍ଲୀ…

ବିଧାୟକମାନଙ୍କୁ ନବୀନ ଦେଲେ ଗୁରୁମନ୍ତ୍ର: ଶିଷ୍ଟାଚାର ଓ ସରଳ ମନୋଭାବ ନେଇ ସେବା କରିବାକୁ ପରାମର୍ଶ

ଭୁବନେଶ୍ୱର: ଜନସାଧାରଣଙ୍କ ସେବା କରିବା ସମୟରେ ସଭ୍ୟ ଓ ସରଳ ମନୋଭାବ ନେଇ କାର୍ଯ୍ୟ କରିବାନେଇ ବିଧାୟକମାନଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । “ଗଣତାନ୍ତ୍ରିକ ଶିଷ୍ଟାଚାର ଏକ ଅଧିକାର । ଏହି ଅଧିକାରକୁ କାର୍ଯ୍ୟକାରୀ କରିବା ସମୟରେ ବିଧାୟକମାନେ…

ପୂର୍ବତନ ପ୍ରଶାସକ ଗୋପବନ୍ଧୁ ଦାଶ ନବୀନଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଦାଶଙ୍କୁ ରାଜନୈତିକ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଆଜି ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି । ଏହି…