କଟକରେ କୋଚିଂ ସେଣ୍ଟର ସିଲ୍ କଲା ସିଏମସି
କଟକ: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକରେ କୋଚିଂ ସେଣ୍ଟର ସିଲ୍ । ଅରୁଣଦୋୟ ନଗରସ୍ଥିତ ମହିନ୍ଦ୍ରା କୋଚିଂ ସେଣ୍ଟରକୁ ସିଏମସି ସିଲ କରିଛି । କ୍ଳାସ ରୁମ୍ରେ ସାମାଜିକ ଦୂରତା ଗାଇଡଲାଇନର ଉଲ୍ଲଂଘନ ନେଇ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । କିଛି ଦିନ ତଳେ ସହରରେ ଆଉ ଏକ କୋଚିଂ…