Latest Odisha News

BREAKING NEWS

Browsing Tag

CMC

କରୋନା ମୁକାବିଲା ପାଇଁ ଟେଷ୍ଟିଂକୁ ଅଧିକ ଗୁରୁତ୍ୱ: ଅନନ୍ୟା ଦାସ

କଟକ: ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ଟେଷ୍ଟିଂକୁ ଦିଆଯାଉଛି ଅଧିକ ଗୁରୁତ୍ୱ । ଟେଷ୍ଟିଂ ପାଇଁ ସିଏମସିରେ ୪ଟି ମୋବାଇଲ ୟୁନିଟ, ୪ଟି ଫିକ୍ସଡ ସେଣ୍ଟର କାମ କରୁଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସିଏମ୍‌ସି କମିସନର ଅନନ୍ୟା ଦାସ ସୂଚନା ଦେଇଛନ୍ତି । ସେ…

କରୋନା ଆକ୍ରାନ୍ତ ମୃତ ଶିଶୁପୁତ୍ରକୁ ଧରି ହସ୍ପିଟାଲରୁ ବାପା-ମା’ ଫେରାର

କଟକ: ହସ୍ପିଟାଲରୁ କରୋନା ଆକ୍ରାନ୍ତ ମୃତ ଶିଶୁପୁତ୍ର ଧରି ବାପା-ମା’ ଚମ୍ପଟ । କଟକ ଶିଶୁ ଭବନରେ ଘଟିଛି ଏଭଳି ଘଟଣା । ହସ୍ପିଟାଲରେ କଡା ସୁରକ୍ଷା ସତ୍ତ୍ୱେ ବାପା-ମା’ ମୃତ ଶିଶୁ ଧରି ଫେରାର ହୋଇଯାଇଛନ୍ତି । ଏନେଇ ଲାଲବାଗ ଥାନାରେ ହସ୍ପିଟାଲ ପକ୍ଷରୁ ଅଭିଯୋଗ ହୋଇଛି। ସୂଚନା ମୁତାବକ,…

କଟକରେ ବଢ଼ୁଛି ସଂକ୍ରମଣ, ଖ୍ରୀଷ୍ଟିଆନ୍ ସାହିରୁ ୨୫ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ କରୋନା ମିଟର ପୁରା ଉପର ମୁହାଁ ରହିଛି । ହୁ ହୁ ହୋଇ ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା । ସିଲଭର ସିଟି କଟକରେ ମଧ୍ୟ ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିଛି । ଆଜି କଟକ ସହରରୁ ପୁଣି ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫୪ଜଣ ସଙ୍ଗରୋଧ…

ସିଲଭର ସିଟି କଟକରେ ଆଉ ୫୭ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଉପରମୁହାଁ ରହିଛି କରୋନା । ପ୍ରତିଦିନ ହଜାରେ ଉପରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାରି ଭିତରେ ଆଜି କଟକ ମହାନଗର ନିଗମରୁ ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରରୁ ୧୧, ହୋମ୍ କ୍ୱାରେଂଟାଇନ୍‌ରୁ ୩୮, ପେଡ୍ କ୍ୱାରେଂଟାଇନ୍‌ରୁ ୨ ଓ ସ୍ଥାନୀୟ…

ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ୭୧% ଆକ୍ରାନ୍ତ: ସିଏମ୍‌ସି କମିଶନର

କଟକ: କଟକରେ କରୋନାର ତାଜା ସ୍ଥିତି ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ୩୭୩ କୋଭିଡ଼ କେୟାର ହୋମ୍ କରାଯାଇଛି । ଆଗକୁ ଅଧିକ କରୋନା ପରୀକ୍ଷା କରାଯିବ । ନରସିଂହପୁର, ମାହାଙ୍ଗାରୁ ବେଶି ପ୍ରବାସୀ ଆସିଥିଲେ । କୋଭିଡ଼ କେୟାର ସେଂଟରରେ ଯଥେଷ୍ଟ ବ୍ୟବସ୍ଥା କରାଯାଇଛି । ଲକ୍ ଡ଼ାଉନ ସମୟରେ ଘରକୁ…

ବାରବାଟୀ ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଣ୍ଟର

କଟକ: ସିଲଭର ସିଟି କଟକରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି କଟକରେ ୨ଟି ନୂଆ କୋଭିଡ କେୟାର ସେଂଟର ପ୍ରସ୍ତୁତ କରାଯାଇଛି । ବାରବାଟୀ ଅଲିମ୍ପିକ ଆସୋସିଏସନ୍ ପରିସର ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଂଟାର ତିଆରି…

ସିଲଭର ସିଟିରେ ବଢ଼ୁଛି ସଂକ୍ରମଣ, ଆଉ ୫୪ ପଜିଟିଭ

କଟକ: ରାଜ୍ୟରେ ଉପର ମୁହାଁ ରହିଛି କରୋନା । ପ୍ରତିଦିନ ବଢ଼ୁଛି ସଂକ୍ରମିତ ସଂଖ୍ୟା । ଏହାରି ଭିତରେ ଆଜି ସିଲଭର ସିଟି କଟକରୁ ଆଉ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ ଜଣ ସରକାରୀ ସଙ୍ଗରୋଧର ଥିବା ବେଳେ ୪୧ ଜଣ ହୋମ୍ କ୍ୱାରେଂଟିନ୍‌ର ଅଛନ୍ତି । ସେହିପରି ୨ଟି ସ୍ଥାନୀୟ ସଂକ୍ରମିତ ଚିହ୍ନଟ…

କଟକ ଖଟବିନ୍ ସାହିର ବରି ଲେନ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ସହରରେ ପୁଣି ଏକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ଖଟବିନ ସାହିର ବରି ଲେନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ । ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କଣ୍ଟେନମେଣ୍ଟ ଜୋନ ଘୋଷିତ ଅଞ୍ଚଳର ଲୋକଙ୍କ ଯାଆସ ଉପରେ ଲାଗିଛି କଟକଣା ।…

କଟକରେ କମିଛି ସଂକ୍ରମିତଙ୍କ ସଂଖ୍ୟା

କଟକ: ଗତ ସପ୍ତାହକ ମଧ୍ୟରେ କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କଟକରେ କରୋନା ସ୍ଥିତି ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାଶ । ସେ କହିଛନ୍ତି ଯେ, ସହରରେ ଜୁଲାଇ ୩୧ ଯାଏ ଲକଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ କରୋନା…

କଟକରେ ଆଉ ୧୧ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରୁ ଆଜି ପୁଣି ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୧ ଜଣଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୩ ଜଣ ହୋମ୍ କ୍ୱାରେଂଟିନ୍ ଓ ୨ଟି ଲୋକାଲ କେସ୍ ରହିଛି । ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ କଟକ ବକ୍ସି ବଜାର ଗହ୍ମାଣ୍ଡିଆ ନ୍ୟୁ…