Latest Odisha News

BREAKING NEWS

Browsing Tag

CMOdisha

ଆଜି ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ; ଉତ୍କଳମଣିଙ୍କ ପ୍ରତିମୂର୍ତି ଓ ସ୍ମାରକୀ ସଂଗ୍ରହାଳୟର କରିବେ ଲୋକାର୍ପଣ

ପୁରୀ:ଚମକୁଛି ସୁଆଣ୍ଡୋ । ଉତ୍କଳର ବରପୁତ୍ର ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋ। ଏହି ଗାଁକୁ ଆଜି ମିଳିଛି ବିଶେଷ ସମ୍ମାନ । ପୁରୀ ଜିଲ୍ଲା ସୁଆଣ୍ଡୋରେ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତି ଓ ସ୍ମାରକୀ ସଂଗ୍ରହାଳୟ ତିଆରି ହୋଇଛି ଯାହାକୁ ଆଜି ଲୋକାର୍ପଣ କରିବେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ; ଜିଲ୍ଲାବାସୀଙ୍କୁ ଦେଲେ ୪,୭୦୩ କୋଟିର ଭେଟି

କେନ୍ଦୁଝର: କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟିର ଭେଟି ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ  ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ଅନେକ ବିକାଶ ମୂଳକ କାମର ପ୍ରକଳ୍ପର ଶୁଭାରମ୍ଭ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲା ପାଇଁ  ୪୭୦୩କୋଟି ମୂଲ୍ୟର ୨୫୯ଟି…

ଭୁବନେଶ୍ଵରରେ ପହଞ୍ଚିଲା ଡାକୋଟା; ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବିମାନ ବନ୍ଦରଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,  ବିଜୁ ବାବୁଙ୍କ…