Latest Odisha News

BREAKING NEWS

Browsing Tag

CMRF

ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧୦୦ କୋଟି ଦେଲା ଓଡ଼ିଶା ଖଣି ନିଗମ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (OMC) ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆଜି ୧୦୦ କୋଟି ଟଙ୍କା ପ୍ରଦାନ କରିଛି । ହରିଶ୍ଚନ୍ଦ୍ର ସହାୟତା ଓ ମହାପ୍ରୟାଣ ଯୋଜନା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଏମସି ଶହେ କୋଟି ଦେଇଛି । ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ…

ବନ୍ୟା ବିପନ୍ନଙ୍କ ପାଇଁ ୬ ଲକ୍ଷ ଟଙ୍କା ଦେଲା ଓଡ଼ିଶା ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍

ଭୁବନେଶ୍ୱର: ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍, ଓଡ଼ିଶା ବନ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଆଗେଇ ଆସିଛି । HRAO ରାଜ୍ୟ ସରକାରଙ୍କୁ ବନ୍ୟା ବିପନ୍ନଙ୍କ ଲାଗି ୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଜରିଆରେ ଓଡ଼ିଶା ହୋଟେଲ ଓ…

ରାଜ୍ୟ ସରକାର ଖର୍ଚ୍ଚ କରିପାରିବେନି ଡିଏମଏଫ ଟଙ୍କା; ଟ୍ରଷ୍ଟ ସ୍ଥିର କରିବ କେଉଁଠି ହେବ ଖର୍ଚ୍ଚ

ଭୁବନେଶ୍ୱର: ଜିଲ୍ଲା ଖଣିଜ ପାଣ୍ଠି ଅର୍ଥ ରାଜ୍ୟ ସରକାର ଖର୍ଚ୍ଚ କରିପାରିବେନି । ରାଜ୍ୟ ସରକାରଙ୍କ ଅନୁମୋଦିତ କୌଣସି ପ୍ରକଳ୍ପ ରେ ଏହି ଟଙ୍କା ଖର୍ଚ୍ଚ ହୋଇପାରିବନି । ଡିଏମଫ ଟ୍ରଷ୍ଟ ବୋର୍ଡ ଅନୁମୋଦିତ ପ୍ରକଳ୍ପରେ ହିଁ ଏହି ଟଙ୍କା ଖର୍ଚ୍ଚ ହୋଇପାରିବ । ଏନେଇ କେନ୍ଦ୍ର ସରକାରଙ୍କ ଖଣିଜ…

ବୁଲା ଗାଈଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ଆଉ ୫୫ ଲକ୍ଷ ଟଙ୍କା ମଞ୍ଜୁର

ଭୁବନେଶ୍ୱର: କୋଭିଡ୍ମ ହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ରାଜ୍ୟ ପାଲାକାରମାନଙ୍କ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭୁବନେଶ୍ୱର: ରାଜ୍ୟ ଲୋକସେବା ଭବନ କାର୍ଯ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ରାଜ୍ୟ ପାଲାଗାୟକ ପରିଷଦର ସଭାପତି ମଦନ ମୋହନ ଜେନା, ପରିଷଦର ନିର୍ଦ୍ଦେଶକ ଅମୀୟ କୁମାର ପଟ୍ଟନାୟକ ଏବଂ ରାଜ୍ୟ ପାଲା କଲ୍ୟାଣ ପାଣ୍ଠିର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କଲେ ମାଣିତରା ସରପଞ୍ଚ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ସରପଞ୍ଚ ଶାନ୍ତିଲତା ନାୟକ କରୋନା ମହାମାରୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ରାଶି ପ୍ରଦାନ କରିଛନ୍ତି । ମାଣିତରା ସରପଞ୍ଚ ଶାନ୍ତିଲତା ନାୟକ ଏବଂ ନାଏବ ସରପଞ୍ଚ କାଳୁଚରଣ ପ୍ରଧାନ ସେମାନଙ୍କ ତିନିମାସର ଦରମା ଏବଂ…

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ମାନି ମାସିକ ଫି ହ୍ରାସ କଲା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍‌

ଭୁବନେଶ୍ୱର: ଲକ୍‌ଡାଉନକୁ ଦୃଷ୍ଟିରେ ରଖି ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ପ୍ରଥମ ତିନିମାସର ଫି ହ୍ରାସ କରିଛି । ଅନୁଷ୍ଠାନର କର୍ତ୍ତୃପକ୍ଷଙ୍କ ନିକଟରୁ ସୂଚନା ମିଳିଛି ଯେ, ଅଭିଭାବକମାନେ ଏନେଇ ଆବେଦନ କରି ଏହି ସ୍କୁଲ୍ ଫି ପାଇପାରିବେ । ଯଦି ଏହି ଲକ୍‌ଡାଉନର ଅବଧି ଆଗକୁ ଆହୁରି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଜ ପିଗି ବ୍ୟାଙ୍କ ଦାନକଲେ ପୁରୀର କୁନି ଛାତ୍ର ରୁଦ୍ରମାଧବ

ପୁରୀ: କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବ୍ୟକ୍ତି, ସଂଗଠନ ତଥା କର୍ପୋରେଟ ସଂସ୍ଥାମାନେ ସହାୟତାର ହାତ ବଢାଇଛନ୍ତି । ଏହି କ୍ରମରେ ସାମିଲ ହୋଇଛନ୍ତି ପୁରୀର ଜଣେ ସାତ ବର୍ଷର ଛାତ୍ର କୁମାର ରୁଦ୍ରମାଧବ । ପୁରୀର ମାର୍କଣ୍ଡେଶ୍ୱର ସାହିର କୁମାର ରୁଦ୍ରମାଧବ…