Latest Odisha News

BREAKING NEWS

Browsing Tag

Coal Scam

କୋଲ୍ ବ୍ଲକ ଆବଣ୍ଟନ ଦୁର୍ନୀତି ଓ ଦିଲ୍ଲୀପ ରାୟଙ୍କ ଭୂମିକା

ନୂଆଦିଲ୍ଲୀ: ୧୯୯୯ରେ ଦିଲ୍ଲୀପ ରାୟ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବା ବେଳେ ଝାଡ଼ଖଣ୍ଡରେ ଏକ କୋଲବ୍ଲକ ଆବଣ୍ଟନରେ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଥିଲା । ୧୯୯୮ରେ ଝାଡଖଣ୍ଡର ବ୍ରହ୍ମଡିହା କୋଲବ୍ଲକ ପାଇଁ ଆବେଦନ କରିଥିଲା କାଷ୍ଟ୍ରୋନ ମାଇନିଂ ଲିମିଟେଡ । କମ୍ପାନୀ…

ଜେଲ୍ ଦଣ୍ଡାଦେଶ ପରେ ଦିଲ୍ଲୀପ ରାୟଙ୍କୁ ମିଳିଲା ବେଲ୍

ନୂଆଦିଲ୍ଲୀ: କୋଇଲା ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ବେଲ୍ । ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କା ବେଲ ବଣ୍ଡରେ ତାଙ୍କୁ ଜାମିନ ମିଳିଛି । ଦିଲ୍ଲୀପଙ୍କ ସମେତ ଅନ୍ୟ ଦୁଇ ଦୋଷୀଙ୍କ ଜାମିନ…

କୋଲ୍ ସ୍କାମ ଘଟଣାବଳୀ: କେମିତି ଦୁର୍ନୀତି ଓ ଦିଲ୍ଲୀପ ରାୟଙ୍କ ନାଁରେ କ’ଣ ଥିଲା ଅଭିଯୋଗ ?

ନୂଆଦିଲ୍ଲୀ: ୧୯୯୯ରେ ଦିଲ୍ଲୀପ ରାୟ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବା ବେଳେ ଝାଡ଼ଖଣ୍ଡରେ ଏକ କୋଲବ୍ଲକ ଆବଣ୍ଟନରେ ଅନୁକମ୍ପା ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଥିଲା । ଏନଡିଏର ସରକାରଙ୍କ ପ୍ରଥମ ମନ୍ତ୍ରୀ ଯାହାଙ୍କ ନାଁରେ କୋଲବ୍ଲକ ମାମଲାରେ ସମନ୍ କରିଥିଲେ ଦିଲ୍ଲୀର ସ୍ୱତନ୍ତ୍ର…

କୋଇଲା ଦୁର୍ନୀତି: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ, ଅକ୍ଟୋବର ୧୪ରେ ଦଣ୍ଡ ବିଧାନ

ନୂଆଦିଲ୍ଲୀ: କୋଇଲା ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ । ରାୟ ଶୁଣାଇଛନ୍ତି ଦିଲ୍ଲୀର ସ୍ପେଶାଲ କୋର୍ଟ ଜଜ୍ ଭାରତ ପରାଶର । ପ୍ରଥମ ମନ୍ତ୍ରୀ ଭାବରେ କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଦିଲ୍ଲୀପ ରାୟ । ଆସନ୍ତା…