Latest Odisha News

BREAKING NEWS

Browsing Tag

Coastal Odisha

ବାତ୍ୟା ‘ୟଶ୍’ ପ୍ରଭାବ, ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାର ଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ…

୨୪ ଘଣ୍ଟାରେ ବାତ୍ୟା ‘ୟଶ’ର ରୂପ ନେବ ଲଘୁଚାପ, ଏବେ ବଙ୍ଗୋପସାଗରରେ ଗୋଟାଉଛି ବଳ

ଭୁବନେଶ୍ୱର: ପୂର୍ବକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ବେଳକୁ ଅତି ଭୟଙ୍କର ବାତ୍ୟାର ରୂପ…

ସମ୍ଭାବ୍ୟ ବାତ୍ୟା ନେଇ ହାଇଆଲର୍ଟରେ ଉପକୂଳ ଜିଲ୍ଲା, ଅଚଳ ଟିୱେଲ୍ ମରାମତି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ବିଭିନ୍ନ ବିଭାଗ ସହ କଥା ହୋଇଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ସାଇକ୍ଲୋନ୍ ସୃଷ୍ଟି ହୋଇପାରେ । ୩ରୁ ୪ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଆସିବାର…

ବାତ୍ୟା ଅମ୍ଫାନ: ଗଭୀର ଅବପାତରେ ପରିଣତ ହେଲା, ସାମୁଦ୍ରିକ ଝଡ଼ର ରୂପ ନେବ

ଭୁବନେଶ୍ୱର: ବାତ୍ୟା ଅମ୍ଫାନକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ  ଅଂଚଳ ରେ ଥିବା ଅବପାତ ଗଭୀର-ଅବପାତ ର ରୂପ ନେଇସାରିଛି | ଅଧିକ ପଢନ୍ତୁ - ଅମ୍ଫାନ ମୁକାବିଲା: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲା ଯାଜପୁର ଜିଲ୍ଲା…

ବାତ୍ୟା ପୂର୍ବରୁ ଉପକୂଳ ଓଡ଼ିଶାରେ ପ୍ରଭାବ: ମେ’ ୧୯, ୨୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ଅମ୍ଫାନର ଗତିପଥ ଓ ଦିଗ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିବେ, ମାତ୍ର ଏହା ପୂର୍ବରୁ ପାଣିପାଗ ବିଶେଷଜ୍ଞମାନଙ୍କ ପୂର୍ବାନୁମାନ ଅନୁଯାୟୀ ଏହି ବାତ୍ୟା ବାଂଲାଦେଶର ସ୍ଥଳପଥ ଛୁଇଁବାର ସମ୍ଭାବନା ରହିଛି । ଅନ୍ୟ କେତେକ ପାଣିପାଗ ବିଶେଷଜ୍ଞଙ୍କ…