ମହଙ୍ଗା ପଡ଼ିଲା ସଚ୍ଚୋଟ ପଣିଆ
ନୂଆଦିଲ୍ଲୀ: ସଚ୍ଚୋଟ ପଣିଆ ପଡ଼ିଲା ମହଙ୍ଗା । କାର୍ରେ ୨୦ କୋଟି ଟଙ୍କାର ‘କୋକେନ୍’ ଥିବା କଥା ବ୍ରିଟଶ୍ ପୋଲିସ ପାଖରେ ନିଜେ ସ୍ବିକାର କଲେ ସଚ୍ଚୋଟ ‘ଡ୍ରଗ୍’ ବ୍ୟବସାୟୀ । କେବଳ ସ୍ବୀକାର କରିଛନ୍ତି ତାହା ନୁହେଁ, ପୋଲିସ ପାଖରେ ସ୍ବିକାର କରି ୮ବର୍ଷ ଜେଲ୍ ଦଣ୍ଡାଦେଶ ପାଇଥିବା…