ଥରୁଛି ସାରା ଦେଶ, ଦିଲ୍ଲୀଠୁ ଲାକ୍ଷାଦ୍ୱୀପ ଶୀତର ପ୍ରକୋପ
ନୂଆଦିଲ୍ଲୀ: ଶୀତରେ ଥରୁଛି ଭାରତ । ରାଜଧାନୀ ଦିଲ୍ଲୀ ସମେତ ଉତ୍ତରପ୍ରଦେଶ, ପଞ୍ଜାବ ଓ ରାଜସ୍ଥାନରେ ପ୍ରବଳ ଥଣ୍ଡା । ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ଟାଣ ଖରା ସତ୍ତ୍ୱେ କମ୍ପାଉଛି ଥଣ୍ଡା । ରାତିରେ ତାପମାତ୍ରା ୧୦ରୁ ୧୨ ଡିଗ୍ରୀ ମଧ୍ୟରେ ରହୁଛି । ଆଗକୁ ଆହୁରି ଶୀତ ବଢିବ ବୋଲି ଜଣାପଡିଛି…