Latest Odisha News

BREAKING NEWS

Browsing Tag

Cold Wave

ଜାଡ଼ରେ ଥରୁଛି ଓଡ଼ିଶା, ଆହୁରି ୨୪ ଘଣ୍ଟା ଶୀତ ଲହରି

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଦୁଇ ଦିନ ହେଲା ଶୀତ ଥରାଇ ଦେଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ଆହୁରି ୨୪ ଘଣ୍ଟା ଯାଏ ଶୀତ ଲହରି ଜାରି ରହିବ । ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ…

୧୦ ସହରରେ ୧୦ ଡିଗ୍ରୀ ତଳେ ରାତିର ତାପମାତ୍ରା, ଦାରିଙ୍ଗିବାଡ଼ି ଓ ଫୁଲବାଣୀ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହୋଇଛି ଶୀତ ଲହରି । କାଲିଠାରୁ ବଢ଼ିଛି ଥଣ୍ଡା । ପାଣିପାଗ ବିଭାଗ କହିଛି ଶୀତ ଲହରି ଆହୁରି ୨ ଦିନ ଜାରି ରହିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଥିଲା ଦାରିଙ୍ଗିବାଡ଼ି ଓ ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ…

ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ, ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଖସୁଛି ପାରଦ, ବଢ଼ୁଛି ଶୀତ । କୋହଲା ପାଗକୁ ଥଣ୍ଡା ପବନ । ଆସନ୍ତା ୨ ଦିନରେ ଚାରି ଜିଲ୍ଲାରେ ପ୍ରବଳ ଶୀତ ଅନୁଭୁତ ହେବ । ଏନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଆଗାମୀ ଦିନରେ ରାତିର ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ କମିବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ…

ରାତି ତାପମାତ୍ରା ଖସିବ, ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ଆଗକୁ ରାଜ୍ୟରେ ବଢ଼ିବ ଶୀତ । ରାତି ତାପମାତ୍ରା ଖସିବ । ପୁଣି ଅନୁଭୂତ ହେବ ପ୍ରବଳ ଥଣ୍ଡା । ଆସନ୍ତାକାଲିଠୁ ଦୁଇଦିନ ଶୀତ ଲହରି ରହିବ । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଶୀତ ହେବ । ପ୍ରବଳ ଥଣ୍ଡା ହେବାକୁ ନେଇ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ…

ଆଜିଠୁ ବଦଳିବ ପାଗ, ପୁଣି ଫେରିବ ଶୀତ

ଭୁବନେଶ୍ୱର: ପୁଣି ଫେରିବ ଶୀତ । ଆଜିଠୁ ରାଜ୍ୟରେ ବଦଳିବ ପାଗ । ଥଣ୍ଡା କମିଥିବାରୁ କିଛିଦିନ ଲୋକେ ଆଶ୍ୱସ୍ତି ଥିଲେ । ନୂଆବର୍ଷରୁ ପୁଣି ଲେଉଟିବ ହାଡ଼ଭଙ୍ଗା ଶୀତ । ରାଜ୍ୟକୁ ଶୀତ ଫେରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଘନ କୁହୁଡ଼ି ଦେଖାହେବ । ଓଡ଼ିଶାକୁ ଆସୁଥିବା…

ସାରା ରାଜ୍ୟରେ ଶୀତର ଲହରୀ ଜାରି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଅସହ୍ୟ ହୋଇପଡ଼ୁଛି ଥଣ୍ଡାର ପ୍ରକୋପ । ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି । ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଶୀତର ଲହରୀ । ଥଣ୍ଡା ଅଧିକ ହେଉଥିବାରୁ ଘରୁ ବାହାରିବା ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଲାଣି । ଦିନତମାମ ଶୀତବସ୍ତ୍ର ପିନ୍ଧି…

ସବୁଠୁ ଥଣ୍ଡା ସହର ଫୁଲବାଣୀ

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଶୀତ ଲହରି ଜାରି ରହିଛି । ସକାଳରୁ ରାତି ଯାଏ ଅସମ୍ଭାଳ ଥଣ୍ଡା । କନ୍ଧମାଳ ଜିଲ୍ଲାରେ ଜାଡ଼ ହାଡ଼ ଭାଙ୍ଗୁଛି । ଆଜି ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।…

ରାଜ୍ୟରେ ଶୀତର ଲହରୀ, ପ୍ରବଳ ଥଣ୍ଡା ସହ କୋହଲା ପବନରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର: ରାତି ବଢ଼ିଲେ ପାରଦ ଖସୁଛି । ଶୀତରେ ଥରୁଛି ସାରା ଓଡ଼ିଶା । ହାଡ଼ଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି । ସକାଳୁ ସକାଳୁ ବୋହୁଛି କାଲୁଆ ପବନ । ଶୀତ ବସ୍ତ୍ର ପିନ୍ଧିଲେ ମଧ୍ୟ କାମ ଦେଉନାହିଁ । ପ୍ରବଳ ଥଣ୍ଡାରେ ହାତ, ଗୋଡ଼ ଥରୁଛି । ଲଗାତାର କମିବାରେ ଲାଗିଛି ତାପମାତ୍ରା…

ଦାରିଙ୍ଗିବାଡ଼ିରେ ବାଘୁଆ ଶୀତ: ୩.୫ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ

ଦାରିଙ୍ଗିବାଡ଼ି: ଶୀତରେ ଥରୁଛି ସାରା ଓଡ଼ିଶା । ଅସମ୍ଭାଳ ଶୀତ । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବାଘୁଆ ଶୀତ । ତଳକୁ ତଳକୁ ଖସୁଛି ପାରଦ । ଆଜି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି ଦାରିଙ୍ଗିବାଡି । ସେଠାରେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ରେକର୍ଡ…

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ଅସହ୍ୟ ହେଲାଣି ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ଅଞ୍ଚଳ ସବୁଠି କୋହଲା ପବନ । ଆସନ୍ତା ୨ରୁ ୩ ଦିନ ଯାଏଁ ପ୍ରବଳ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହି ସମୟରେ ରାଜ୍ୟର କିଛି ଜିଲ୍ଲାରେ ରାତି ତାପମାତ୍ରା ୪ରୁ ୬ ଡ଼ିଗ୍ରୀ ତଳେ…