Latest Odisha News

BREAKING NEWS

Browsing Tag

Cold Wave

ଜାଡରେ ଥରୁଛି ରାଜଧାନୀ; ୩.୧ ଡିଗ୍ରୀ ତାପମାତ୍ରା ରେକର୍ଡ

ନୂଆଦିଲ୍ଲୀ: ଉତ୍ତର ଭାରତରେ ବଢୁଛି ଶୀତ ପ୍ରକୋପ। ଥରୁଛି ରାଜଧାନୀ। ସୋମବାର ରାଜଧାନୀରେ ଦିଲ୍ଲୀରେ ୩.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି। ଦିଲ୍ଲୀ, ପଞ୍ଜାବ, ହରିୟାଣା, ମଧ୍ୟପ୍ରଦେଶ, ତେଲେଙ୍ଗାନା ଏବଂ ରାଜସ୍ଥାନର କିଛି ଅଂଶରେ ପ୍ରବଳ ଶୀତ  ଅନୁଭୂତ ହୋଇଥିବା ରିପୋର୍ଟ…

ଶୀତରେ ଥରୁଛି ଦାରିଙ୍ଗିବାଡ଼ି: ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ସେଲସିୟସ୍ ରେକର୍ଡ

ଦାରିଙ୍ଗିବାଡ଼ି: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଦକ୍ଷିଣ ଓଡ଼ିଶାରେ ବେଶୀ ଥଣ୍ଡା ଅନୁଭୂତ ହେଉଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ଜାଡ଼ ହାଡ଼ ଭାଙ୍ଗୁଛି । ସର୍ବନିମ୍ନ ତାପମାତ୍ରା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ…

ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଆହୁରି ୪ ଦିନ ଅନୁଭୂତ ହେବ ପ୍ରବଳ ଶୀତ

ଭୁବନେଶ୍ୱର: ଓଡ଼ିଶାରେ ହାଡ଼ଭଙ୍ଗା ଶୀତ । ଜାଡ଼ରେ ଥରୁଛନ୍ତି ଲୋକେ । ୨୬ତାରିଖ ଯାଏଁ ଶୀତର ଲହରୀ ଅଧିକ ରହିବ । ଫୁଲବାଣୀରେ ପାରଦ ୭ଡ଼ିଗ୍ରୀକୁ ଖସିଛି । ଉତ୍ତର- ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବାହିତ ଶୁଷ୍କ ଥଣ୍ଡା ବାୟୁ ଯୋଗୁଁ ରାଜ୍ୟରେ ପାରଦ ଖସୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।…

ଜାଡ଼ରେ ଥରୁଛି ଓଡ଼ିଶା, ଆହୁରି ୫ ଦିନ ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର: ଜାଡ଼ରେ ଥରୁଛି ଓଡ଼ିଶା । ଉପକୂଳରୁ ଦକ୍ଷିଣ ପୁଣି ପଶ୍ଚିମ ଓଡ଼ିଶା । ସବୁଠି ଅସହ୍ୟ ଶୀତ । ୭ଟି ସରରରେ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ୨୫ ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି । ୭ ଡ଼ିଗ୍ରୀ ସେଲସିୟସ ସହ ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ରାଜ୍ୟକୁ…

ଆହୁରି ବଢ଼ିବ ଶୀତ, ରାଜ୍ୟରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଖସିବ

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଆଜିଠୁ ଆହୁରି ବଢ଼ିବ ଥଣ୍ଡା । ରାତି ତାପମାତ୍ରା ୨ରୁ ୩ଡ଼ିଗ୍ରୀ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏବେ ଥଣ୍ଡା କମିବ ନାହିଁ । ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା । ଓଡ଼ିଶାକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଓ…

ଜାଡ଼ରେ ଥରୁଛି ଓଡ଼ିଶା: ୨୨ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ

ଭୁବନେଶ୍ୱର: ଜାଡ଼ରେ ଥରୁଛି ଓଡ଼ିଶା । ଖସୁଛି ପାରଦ । ଶୀତ ବଢୁଛି । ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ୨୨ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ସବୁଠୁ ଥଣ୍ଡା ସହର ପାଲଟିଛି ଦାରିଙ୍ଗିବାଡ଼ି । ସେଠାରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ…

ଜାଡ଼ ଭାଙ୍ଗିବ ହାଡ଼: ୪-୫ ଦିନରେ ଆହୁରି ଥରିବ ଓଡ଼ିଶା

ଭୁବନେଶ୍ୱର: ଖସୁଛି ପାରଦ । ବଢୁଛି ଶୀତ । ରାଜ୍ୟରେ ଥଣ୍ଡା ଲହରି ଆରମ୍ଭ ହୋଇଛି । ଦୁଇ ଚାରି ଦିନରେ ଆହୁରି ଖସିବ ରାତିର ତାପମାତ୍ରା । ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ଖସିବା ସମ୍ଭାବନା ରହିଛି । ଫଳରେ ଶୀତର ପ୍ରକୋପ ଆହୁରି ବଢ଼ିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

୪ ଦିନ ପରେ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ପ୍ରାୟ ସମସ୍ତ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ଏବେ ୨୨ ଡିଗ୍ରି ରହିଛି, ଯାହାକି ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ।…

ବଢୁଛି ଶୀତ , ଆଗକୁ ଥରାଇବ ହାଡଭଙ୍ଗା ଜାଡ

ଭୁବନେଶ୍ୱର: ବଢୁଛି ଶୀତ , ଆଗକୁ ଥରାଇବ ହାଡଭଙ୍ଗା ଜାଡ ।  ଏ ବର୍ଷ ଥରାଇବ ଶୀତ ଲହରୀ । ଜବର ଜାଡ଼ ଅନୁଭୂତ ହେବ ଉତ୍ତର ଭାରତ ସମେତ ଅନେକ ଅଞ୍ଚଳରେ । ଓଡ଼ିଶାରେ ବି ଶୀତ ଲହରୀ ପ୍ରକୋପ ଅସହ୍ୟ ରହିବ । ସ୍ୱାଭାବିକଠାରୁ ପାରଦ ଅଧିକ ଖସିବ । ଖାଲି ସେତିକି ନୁହେଁ, ଶୀତର ଅବଧି ବି ଲମ୍ବା ରହିବ…

ଆହୁରି ୪-୫ ଦିନ ଶୀତ: ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ଟି ସହରରେ ପାରଦ

ଭୁବନେଶ୍ୱର: ରାଜ୍ୟକୁ ଫେରିଛି ଶୀତ । ଗତ ଦୁଇ ଦିନ ହେବ ରାତିରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ପାଣିପାଗ ବିଭାଗ ସୂଚନା ଦେଇଛି ଶୀତ ଲହରି ଆହୁରି ୪-୫ ଦିନ ରହିବ । ଆଜି ରାଜ୍ୟର ୧୦ଟି ସହରରେ ସର୍ବନିମ୍ନ ତାପମାତ୍ର ୧୦ ଡିଗ୍ରୀ ସେଲସିୟସ ତଳେ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲାରେ…