ରାଜ୍ୟରେ କମୁଛି ଶୀତର ପ୍ରକୋପ
ଭୁବନେଶ୍ୱର: ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବା ସହ କମୁଛି ଶୀତର ପ୍ରକୋପ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,
ଆଗାମୀ ୩ ଦିନ ମଧ୍ୟରେ ରାତିର ତାପମାତ୍ରା ଆଉ ୨-୩ ଦିନ ଡିଗ୍ରୀ ଯାଏଁ ବଢ଼ିବାର ସମ୍ଭାବନା ଅଛି।
ମଙ୍ଗଳବାର ରାତିରୁ ଗୁରୁବାର ପର୍ଯ୍ୟନ୍ତ ସର୍ବନିମ୍ନ…