ସୋନପୁର ସବୁଠୁ ଥଣ୍ଡା ସହର, ୧୦ଟି ସହରରେ ୧୫ ଡିଗ୍ରୀରୁ କମ୍ ତାପମାତ୍ରା
ଭୁବନେଶ୍ୱର: କମୁଛି ପାରଦ, ବଢୁଛି ଥଣ୍ଡା । ଫୁଣି ଥରେ ଫେରିଲା ଶୀତ । ପାଖାପାଖି ଅଧା ଜିଲ୍ଲାରେ ତାପମାତ୍ରା ଖସିବାରେ ଲାଗିଛି । ୧୨ଟି ସହରରେ ପାରଦ ୧୫ ଡିଗ୍ରୀ କିମ୍ୱା ତାଠାରୁ କମ୍ ରେକର୍ଡ କରାଯାଇଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା…