Latest Odisha News

BREAKING NEWS

Browsing Tag

Cold

ଆଜି ବି ତାତି, ୪ ସହରରେ ପାରଦ ୩୩ ଉପରେ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାରଦ ଉପର ମୁହାଁ ରହିଛି । ଶୀତ ନଥିବା ବେଳେ ଦିନ ବେଳା ଟାଣ ଖରା ହେଉଛି । ଆଜି ରାଜ୍ୟର ୪ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିବା ବେଳେ ୧୨ଟି ସ୍ଥାନରେ ପାରଦ ୩୨ ଡିଗ୍ରୀ ଡେଇଁଛି ।…

କମୁଛି ଶୀତ, ୩ ଦିନ ଘନ କୁହୁଡ଼ି ଆଶଙ୍କା

ଭୁବନେଶ୍ୱର: ମଧ୍ୟ ଭାରତରେ ସକ୍ରିୟ ରହିଥିବା ଗୁରୁଚାପ ବଳୟ ଏବେ ପୂର୍ବ ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି । ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ହେବା ସହ ଶୀତ କମୁଛି । ବାୟୁ ମଣ୍ଡଳରେ ଆଦ୍ରତା ବୃଦ୍ଧି ସହିତ ଆସନ୍ତା ୩ ଦିନ ରାଜ୍ୟର କିଛି…

ବଢ଼ିବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ହାଡ଼ଭଙ୍ଗା ଜାଡ଼ରେ ଥରୁଛି ଓଡ଼ିଶା । ଆଭ୍ୟନ୍ତରୀଣ ଓଡ଼ିଶା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଶୀତର ପ୍ରକୋପ ଅନୁଭୂତ ହେଉଛି । ଆଜି ରାଜ୍ୟର ୧୧ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ୫.୪ ଡିଗ୍ରୀ ସେଲସିୟସ୍ ତାପମାତ୍ରା ସହ କନ୍ଧମାଳର ଘୁ.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା…

ବଙ୍ଗୋପସାଗରରେ କାଲି ଲଘୁଚାପ, ୨ ଦିନ ପରେ ବଢ଼ିବ ଶୀତ

ଭୁବନେଶ୍ୱର: ଶୀତରେ ଆସୁଛି ଆଉ ଏକ ଲଘୁଚାପ । ରାଜ୍ୟରେ ଶୁଖିଲା ପାଗ ଲାଗି ରହିଥିବା ବେଳେ ଆସନ୍ତାକାଲି ୧୫ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇପାରେ ଆଉ ଏକ ଲଘୁଚାପ । ଏବେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପାଣିପାଗ ବିଭାଗର ଆକଳନ…

ଆଜି ସନ୍ଧ୍ୟାରେ ଅବପାତରେ ପରିଣତ ହେବ ଲଘୁଚାପ, ୮ ସକାଳେ ବାତ୍ୟା ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହା ପରେ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି…

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୪ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା…

୨୪ ଘଣ୍ଟାରେ ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଲାଗି ରହିବ ଶୁଖିଲା ପାଗ, ଆହୁରି ଖସିବ ପାରଦ, ବଢ଼ିବ ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଆଉ ୨ରୁ ୩ ଡିଗ୍ରୀ ଖସିବା ସହ ଶୀତ ବଢ଼ିବ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ରାଜ୍ୟରେ ବଢ଼ିବ ଶୀତ । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ଠାରୁ ପାରଦ ୩ରୁ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ…

ବଙ୍ଗୋପସାଗରରେ ଲଘୁଚାପ, ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ସେପଟେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।…

ଆସନ୍ତା ୧୮ରୁ ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ସହ ଶୁଖିଲା ପାଗ ଲାଗି ରହିଛି । ଆଗାମୀ ୪ରୁ ୫ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ରାତି ତାପମାତ୍ରା ୪ରୁ ୫ ଦିନ ଯାଏ ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଯାଏ କମ ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…