Latest Odisha News

BREAKING NEWS

Browsing Tag

Cold

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…

୩ରୁ ୪ ଡିଗ୍ରୀ ଯାଏ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଶୁଖିଲା ପାଗ ଭିତରେ ବଢ଼ିବ ଶୀତ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ପାରଦ ରାଜ୍ୟର ପ୍ରାୟ ସ୍ଥାନରେ ଆହୁରି ଖସିବ । ସ୍ୱାଭାବିକ ତାପମାତ୍ରା ୩ରୁ ୪ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆଜି ଭୋରରେ ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି ଦେଖା…

ଖସୁଛି ପାରଦ, ୮ ସହରର ରାତି ତାପମାତ୍ରା ୧୫ ଡିଗ୍ରୀ ତଳେ…

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ ପାରଦ ଖସୁଛି । ବିଶେଷକରି ରାତି ତାପମାତ୍ରା ହ୍ରାସ ପାଇଛି । ଆଜି ରାଜ୍ୟର ୮ ସହରର ରାତି ତାପମାତ୍ର ୧୫ ଡିଗ୍ରୀ ତଳେ ରହିଥିବା ବେଳେ ସବୁଠୁ ଥଣ୍ଡା ସହର ହେଉଛି କୋରାପୁଟ ଜିଲ୍ଲାର ସିମିଳିଗୁଡ଼ା । ସେଠାରେ ସର୍ବନିମ୍ନ ରାତି ତାପମାତ୍ରା…

୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ ଶୀତ ଆରମ୍ଭ ହୋଇଛି । ଗତକାଲି କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୨.୪ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଜି କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି ।…

କାଲିଠୁ କମିବ ଶୀତ, ୩ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: କମିବ ଶୀତ, ବଢ଼ିବ ପାରଦ । ରାଜ୍ୟରେ ଲାଗି ରହିଥିବା ଶୀତ ଲହରୀ କାଲିଠୁ କମିବ । ଆସନ୍ତାକାଲି ବୁଧବାର ବିଶେଷକରି ରାଜ୍ୟର ୩ଟି ଜିଲ୍ଲାର କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ଶୀତ ଲହରୀ ରହିବ । ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ କେତୋଟି ଜିଲ୍ଲାରେ ତାପମାତ୍ରା…