Latest Odisha News

BREAKING NEWS

Browsing Tag

commissionerate police

ମନ୍ଦିର ଭିତରେ ପୋଷା କୁକୁରକୁ ମଳ ତ୍ୟାଗ କରିବା ଘଟଣା, କମିଶନରେଟ୍ ପୋଲିସର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ମହଙ୍ଗା ପଡିଲା ମନ୍ଦିର ଭିତରେ ପୋଷା କୁକୁରକୁ ମଳତ୍ୟାଗ କରାଇବା । ଏ ନେଇ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ କମିଶନରେଟ୍ ପୋଲିସ ଏ ନେଇ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି । ଏ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଏକ ଟ୍ୱିଟ୍ କରାଯାଇଛି । ଏଥିରେ ଲେଖାଯାଇଛି ଯେ…

ମୋଷ୍ଟ ଓ୍ୱାଣ୍ଟେଡ୍ ହାଇଓ୍ୱେ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ ଗିରଫ

ଭୁବନେଶ୍ୱର: ହାଇଓ୍ୱେରେ ଆତଙ୍କରାଜ ଚଳାଇଥିଲେ । ଲୋକଙ୍କୁ ଲୁଟୁଥିଲେ । ଏଭଳି ଡକାୟତ ଗ୍ୟାଙ୍କର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ହାଇଓ୍ୱେ ଲୁଟେରା ଗ୍ୟାଙ୍ଗର ୫ ଜଣଙ୍କୁ ବାନ୍ଧିଛି ସହିଦନଗର ଥାନା ପୋଲିସ । ବିଶେଷ ସୂତ୍ରକୁ ଖବର ପାଇଁ ପୋଲିସ ଆରମ୍ଭ କରିଥିଲା ଅପରେସନ୍ । ୫ ଜଣଙ୍କୁ…

୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ । ଯାଞ୍ଚ ବେଳେ ଧରାପଡ଼ିଲେ ବେପାରୀ । ୩ ଶହ ଗ୍ରାମ ବ୍ରାଉନସୁଗାର ଜବତ କରିଛି କମିଶନରେଟ ପୋଲିସର କୁଇକ୍ ଆକ୍ସନ ଟିମ୍ । ୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ । ୩ ଜଣଙ୍କୁ ଗିରଫ କରି…

କରୋନା ମୁକାବିଲା ପାଇଁ କଟକରେ ଚେକିଂ ଜୋରଦାର୍ କଲା କମିଶନରେଟ୍ ପୋଲିସ

କଟକ: ଟ୍ୱିନସିଟିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ କୋଭିଡ୍ ନିୟମ ପାଳନକୁ କଡ଼ାକଡ଼ି କରିବା ପାଇଁ ଅଣ୍ଟା ଭିଡିଛି କମିସନରେଟ୍ ପୋଲିସ । ପୋଲିସ ଡିଜି ସ୍ଥିତି ପରଖିବା ପରେ କୋଭିଡ ଯାଞ୍ଚ ଜୋରଦାର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜି ସନ୍ଧ୍ୟା କଟକରେ ବିଭିନ୍ନ ଅଂଚଳ…

୮ ଲୁଟେରା ଗିରଫ, ୫ଟି ବାଇକ ଓ ୮ଟି ସୁନା ଚେନ ଜବତ

ଭୁବନେଶ୍ୱର: କମିଶନରେଟ୍ ପୋଲିସକୁ ମିଳିଛି ବଡ ସଫଳତା । ଆଜି ରାଜଧାନୀର ବିଭିନ୍ନ ଅଚଂଳରୁ ବାଇକ୍ ଓ ସୁନା ଚେନ୍ ଲୁଟ୍ କରୁଥିବା ବଡ ଧରଣର ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ଏହି ଘଟଣାରେ ପୋଲିସ ଜଣେ ଗ୍ରାହକଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା…

ଭୁବନେଶ୍ୱର ଟ୍ରାଫିକ ଡିସିପି ଭାବେ ଯୋଗଦେଲେ ସୌମ୍ୟା ମିଶ୍ର

ଭୁବନେଶ୍ୱର: ଭୁବନେଶ୍ୱର ଟ୍ରାଫିକ ଡିସିପି ଭାବେ କାର୍ଯ୍ୟରେ ଯୋଗ ଦେଲେ ସୌମ୍ୟା ମିଶ୍ର । କମିଶନରେଟ୍ ପୋଲିସ ଅଫିସରେ ତାଙ୍କୁ ସ୍ୱାଗତ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ୨୦୧୪ ବ୍ୟାଚ୍‌ର ଏହି ଆଇପିଏସ୍ ଅଫିସର ଏହା ପୂର୍ବରୁ ସୁନ୍ଦରଗଡ ଏସ୍‌ପି ଭାବେ ସଫଳତାର ସହ କାର୍ଯ୍ୟ…

ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠିତ

ଭୁବନେଶ୍ୱର: ରାଜଧାନୀ ଭିବନେଶ୍ୱରେ ଚାଂଚଲ୍ୟ । ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏହି ମାମଲାର ଏବେ ଖୋଲତାଡ ଆରମ୍ଭ କରିଛି କମିଶନରେଟ୍ ପୋଲିସ । ଏନେଇ ପୋଲିସ ତଦନ୍ତ ଲାଗି ଏକ ସ୍ୱତନ୍ତ୍ର ଟିମ୍ ଗଠିତ କରିଛି । ଲକଡାଉନ ବେଳେ ନାବାଳିକାଙ୍କୁ ଗଣଦୁଷ୍କର୍ମ…

ଏଥର ଭୁବନେଶ୍ୱରରେ ନିରାଡମ୍ବର ଦୂର୍ଗାପୂଜା

ଭୁୁବନେଶ୍ୱର: ଏଥର ରାଜଧାନୀ ଭୁବନେଶ୍ୱରରେ ଜମିବନି ଦୁର୍ଗାପୂଜା । ଚଳିତ ବର୍ଷ ଆଡମ୍ବରଶୂନ୍ୟ ଦୁର୍ଗାପୂଜା ଆୟୋଜିତ ହେବ ଭୁବନେଶ୍ୱରରେ। ବିଭିନ୍ନ ପୂଜା କମିଟି ସହ ପୋଲିସ କମିଶନରଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୋଲିସ କମିଶନରଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ପୂଜାରେ ତୋରଣ ଓ…

ଗଣେଶ ପୂଜା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ଟ୍ୱିନ୍‌ସିଟିରେ ଗଣେଶ ପୂଜା ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । କଂଟେନ୍‌ମେଂଟ ଅଂଚଳକୁ ଛାଡି ଅନ୍ୟ ସବୁଠି ପୂଜା ପାଇଁ ଅନୁମତି ମିଳୁ ବୋଲି ଦାବି ହୋଇଛି । ଆଇନଜୀବୀ ବିଭୂତିଭୂଷଣ ଚୌଧୁୂରୀ ଏନେଇ ମାମଲା ରୁଜୁ କରିଛନ୍ତି । ପୂଜା ସମୟରେ ଆୟୋଜକ ସାମାଜିକ…

ଟ୍ୱିନ୍ ସିଟିରେ ଗଣେଶ ପୂଜା ମନା

ଭୁବନେଶ୍ୱର: ଲାଗିଲା କଟକଣା । ଚଳିତ ବର୍ଷ ଟ୍ୱିନ୍ ସିଟିରେ ହେବନି ଗଶେଷ ପୂଜା । ମହାମାରୀ କରୋନା ଯୋଗୁଁ ଏଥର ଟ୍ୱିନ୍ ସିଟ୍‌ରେ ମଣ୍ଡପରେ ପୂଜା ହୋଇପାରିବ ନାହିଁ । ସାର୍ବଜନୀନ ସ୍ଥାନରେ ଧାର୍ମିକ ଉତ୍ସବ ସମୟରେ ଶହ ଶହ ଲୋକ ଏକାଠି ହେବାର ସଂଭାବନା ରହିଛି । ତେଣୁ ସଂକ୍ରମଣ ଏଡାଇବାକୁ ଏଥର…