କିଟ୍ କ୍ୟାମ୍ପସରେ ଆରମ୍ଭ ହେଲା କଳିଙ୍ଗ ଭାରତୀ କମ୍ୟୁନିଟି ରେଡ଼ିଓ
ଭୁବନେଶ୍ୱର: କିଟ୍ କ୍ୟାମ୍ପସରେ ଗୁରୁବାରଠାରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ଆରମ୍ଭ ହୋଇଛି କଳିଙ୍ଗ ଭାରତୀ ୯୦.୦ ଏଫ୍ଏମ୍ କମ୍ୟୁନିଟି ରେଡ଼ିଓ । ସ୍ଥାନୀୟ କର୍ପୋରେଟର୍ ପ୍ରୀତିନନ୍ଦା ରାଉତରାୟ, ମିହିର କୁମାର ରାଉତ ଓ ପଟିଆ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଗଜେନ୍ଦ୍ର ଜେନାଙ୍କ ସମେତ ଚନ୍ଦକା,…