Latest Odisha News

BREAKING NEWS

Browsing Tag

community transmission

ଓମିକ୍ରନ୍‌; ଡିସେମ୍ବରରୁ ରାଜଧାନୀରେ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ: ରିପୋର୍ଟ ଅନୁଯାୟୀ ରାଜଧାନୀ ଦିଲ୍ଲୀରେ ୨୦୨୧ ଡିସେମ୍ବରରୁ ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଅଧିକାଂଶ ଓମିକ୍ରନ୍ ମାମଲା ଲକ୍ଷଣବିହୀନ ଥିଲା ଏବଂ ଡାକ୍ତରଖାନାରେ ଭର୍ତ୍ତି ହେବାର ଆବଶ୍ୟକତା ନଥିଲା। ମୋଟ (୮୭.୮%) ମାମଲାରେ ସଂପୂର୍ଣ୍ଣ ଟିକାକରଣ କରାଯାଇଥିଲା।…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ଶେଷରେ ମାନିଲେ ସରକାର, ହୋଇସାରିଲାଣି କମ୍ୟୁନିଟି ଟ୍ରାନ୍ସମିସନ୍

ନୂଆଦିଲ୍ଲୀ: କରୋନାଭାଇରସ୍ ମହାମାରୀ ସଂକ୍ରମଣର ୯ମାସ ପରେ ରବିବାର ପ୍ରଥମ ଥର ପାଇଁ କେନ୍ଦ୍ର ସରକାର ସ୍ୱୀକାର କରିଛନ୍ତି ଯେ ଦେଶର ଅନେକ ସ୍ଥାନରେ କମ୍ୟୁନିଟି ଟ୍ରାନ୍ସମିସନ ହେଉଛି। ପଶ୍ଚିମବଙ୍ଗରେ କମ୍ୟୁନିଟି ଟ୍ରାନ୍ସମିସନ୍ ଉପରେ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ…

କେରଳରେ ଗୋଷ୍ଠୀ ସଂକ୍ରମଣ !

ଥିରୁଭନନ୍ତପୁରମ: ସାରା ଦେଶକୁ କଲବଲ କରୁଛି କିଲର ଭାଇରାସ କରୋନା । ଚାରିଆଡେ କୋଭିଡ-୧୯ ତା’ର କାୟା ବିସ୍ତାର କରିଛି । ଏହାରି ଭିତରେ ଏକ ଭଳି ତଥ୍ୟ ସାମ୍ନାକୁ ଆସିଛି ଯାହା ଲୋକଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି । କେରଳର କିଛି ଅଂଚଳରେ କରୋନା ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି ।…