ଓଟିଭି ଏମ୍ଡିଙ୍କ ବିରୋଧରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଫେରାଦ
ଭୁବନେଶ୍ୱର: ଓଟିଭି ଏମ୍ଡିଙ୍କ ବିରୋଧରେ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହେଲେ ସାରୁଆ ଗ୍ରାମବାସୀ । ବିଭିନ୍ନ ଆଳ ଦେଖାଇ ଓଟିଭି କର୍ମଚାରୀ ଗାଁ ଲୋକଙ୍କୁ ଠକି ଥିବା ସେମାନେ ଅଭିଯୋଗ କରିଛନ୍ତି ।
କିଛି ବର୍ଷ ତଳେ ଲୋକଙ୍କୁ ବିଭିନ୍ନ ଆଳ ଦେଖାଇ ଓଟିଭି କର୍ମଚାରୀ କାରୀ, ସାରୁଅ, ଜୟମଙ୍ଗଳ…