କରୋନା ଅପଡେଟ୍; ୪୮ ଘଣ୍ଟା ପାଇଁ ଖୋଲିବନି ଭୁବନେଶ୍ୱର ଓ ଭଦ୍ରକ ସହର !
ଭୁବନେଶ୍ୱର: ଆଜିଠୁ ସମ୍ପୁର୍ଣ୍ଣ ଲକ୍-ଡାଉନ୍ ହେବ ଭୁବନେଶ୍ୱର ଓ ଭଦ୍ରକ । ବର୍ତ୍ତମାନ ସୁଦ୍ଧା ୫ଟି କରୋନା ପଜିଟିଭ ରୋଗୀ ଓଡିଶାରେ ଚିହ୍ନଟ ହୋଇଥିବାରୁ ରାଜ୍ୟ ସରକାର ନେଇଛନ୍ତି ଏପରି ପଦକ୍ଷେପ ।
Live Press Briefing by Chief Secretary, Odisha on #Covid19 @Secychief…