Latest Odisha News

BREAKING NEWS

Browsing Tag

Compulsory Retirement

ଆଉ ୫ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଫିସର ଚାକିରିରୁ ବିଦା

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମାନଙ୍କ ଭିତରେ ଅଛନ୍ତି ପୋଲିସ ଡିଏସପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ୨ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସର ।…

୫-ଟି ଛାଟ: ଚାରି ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଚାରି ଜଣ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଶର ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ ଓ…

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ବିଦା ହେଲେ ଡିଆଇଜିଙ୍କ ସମେତ ୭ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ପୁଣି ନେଲେ ବଡ କାର‌୍ୟ୍ୟାନୁଷ୍ଠାନ । ଦୁର୍ନୀତି ମାମଲା ଥିବା ଡିଆଇଜି, ଜେଲ ଗୋପବନ୍ଧୁ ମଲ୍ଲିକଙ୍କ ସମେତ ୭ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ମଧ୍ୟରେ ଅଛନ୍ତି ଇସ୍ପାତ ଓ ଖଣି ବିଭାଗର ୨ ଅଧିକାରୀ, ଜଣେ ସିଡିପିଓ, ଜଣେ…

ଦୁର୍ନୀତି ଓ ଅପାରଗ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗ ୬ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ଇଞ୍ଜିନିୟର ଓ ୨ ଜଣ ଅବକାରୀ ବିଭାଗ ଅଧିକାରୀ ଅଛନ୍ତି । ଏହି ଅଧିକାରୀମାନେ ହେଲେ କେନ୍ଦୁଝର ଗ୍ରାମ୍ୟ ଉନ୍ନୟନ ଉପନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ଦେବତା,…