Latest Odisha News
Browsing Tag

congress leader

ପୁଞ୍ଜି ସଂଗ୍ରହ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ବର୍ଷିଲେ ବିଜୟ

ଭୁବନେଶ୍ବର : ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତକୁ ନେଇ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି କଂଗ୍ରେସ ନେତା ବିଜୟ ପଟ୍ଟନାୟକ । ବିଜୟ ପଚାରିଛନ୍ତି, ବିଦେଶ ଭ୍ରମଣ ଫଳରେ ୨୦୧୬ରୁ ଆଜି ପର୍ଯ୍ୟନ୍ତ କେତେ ପୁଞ୍ଜି ଆସିଛି । ଏଥିସହ ସେ…

ନବ ଦାସଙ୍କ ହତ୍ୟା ଘଟଣାର ତଥ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଖରେ ନାହିଁ ନା ଲୁଚାଉଛନ୍ତି -ନରସିଂହ ମିଶ୍ର

ଭୁବନେଶ୍ୱର: ନବଦାସଙ୍କ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ପରେ ମୁହଁ ଖୋଲିଲେ କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର । ନବଦାସ ହତ୍ୟା ମାମଲାର କ୍ରାଇମ ବ୍ରାଞ୍ଚ ତଦନ୍ତକୁ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି । ଏହି ହତ୍ୟାକାଣ୍ଡ ପଛରେ ପଶ୍ଚିମ ଓଡ଼ଶାର ବିଜେଡି…

ବୋଧହୁଏ ମନ୍ତ୍ରୀଙ୍କୁ ASI ଗୋପାଳ ଦାସ ମାରିନି- ବିଜୟ ପଟ୍ଟନାୟକ

ଭୁବନେଶ୍ୱର:ମନ୍ତ୍ରୀ ନବ ଦାସଙ୍କୁ ASI  ଗୋପାଳ ଦାସ ବୋଧହୁଏ ହତ୍ୟା କରିନି । ଏହା ପଛରେ ଆଉ କାହାର ହାତ ଅଛି । ଜଣେ ଏଏସଆଇ ଏତେ ପାଖକୁ ଯାଇ ଗୁଳି କରିପାରିବନି । ଏକଥା କହିଛନ୍ତି କଂଗ୍ରେସରେ ସାମିଲ ହୋଇଥିବା ପୂ୍ର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ପୂର୍ବତନ ମୁଖ୍ୟ ଶାସନ…

୨୦୨୪ ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

ଭୁବନେଶ୍ୱର: ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣି ବିଧାୟକ ସୁର ରାଉତରାୟ  । ୨୦୨୪ ନିର୍ବାଚନରେ ସେ ଆଉ ଲଢିବେ ନାହିଁ ସୂଚନା ଦେଇଛନ୍ତି । ସୋମବାର ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ରାଉତରାୟ କହିଛନ୍ତି, ତାଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ତାଙ୍କର ପ୍ରତିନିଧିତ୍ୱ…

ଚୀନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି, ଆମ ସରକାର ଏହାକୁ ଗ୍ରହଣ କରୁନାହାନ୍ତି-ରାହୁଲ ଗାନ୍ଧି

ଜୟପୁର:ଚୀନ ଯୁଦ୍ଧ ପାଇଁ ସଜବାଜ ହେଉଛି । ହେଲେ ଭାରତ ସରକାର ଏହା ମାନିବାକୁ ପ୍ରସ୍ତୁତ ନାହାନ୍ତି  । ବେଜିଂ ଯୁଦ୍ଧ ପ୍ରସ୍ତୁତି କରୁଥିବାବେଳେ  ମୋଦି ପ୍ରଶାସନ ଶୋଇଛି ବୋଲି କହିଚନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି  । ସୀମାରେ ଭାରତ-ଚୀନ ସମ୍ପର୍କକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ…

ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କଂଗ୍ରେସ ନେତା ସୁଖବିନ୍ଦର ସିଂ ସୁଖୁ

ଶିମଳା: ହିମାଚଳ ପ୍ରଦେଶରେ ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁଖବିନ୍ଦର ସିଂ ସୁଖୁ । ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ଶିମଳାର ରିଜ ମୈଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସୁଖୁଙ୍କ ସହ କଂଗ୍ରେସ ନେତା ଓ ପ୍ରତିଭା ସିଂହଙ୍କ ଘନିଷ୍ଠ ମୁକେଶ ଅଗ୍ନିହୋତ୍ରୀ ଉପ…

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସର ଅଧ୍ୟକ୍ଷ ପଦରୁ ବିଧିବଦ୍ଧ ଭାବେ ରାହୁଲ ଗାନ୍ଧି ବୁଧବାର ଦିନ ଇସ୍ତଫା ଦେଇଛନ୍ତି । କିଛି ଦିନ ପୂର୍ବରୁ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କଂଗ୍ରେସ ପରାଜୟରେ ଦୋଷକୁ ନିଜକୁ ଦାୟୀ କରି ରାହୁଲ ଇସ୍ତଫା ଦେଇଥିବା ଜଣାପଡିଛି । ରାହୁଲ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ପଦରୁ…