Latest Odisha News

BREAKING NEWS

Browsing Tag

Congress on Hathras Case

ହାଥରାସ ଘଟଣା: ଅଧରାତିରେ କାହାର ହୋଇଥିଲା ଶବସତ୍କାର? ଅସ୍ଥିର DNA ପରୀକ୍ଷା ପାଇଁ ଦାବି କଲା ପରିବାର

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରାସ ଗଣଦୁଷ୍କର୍ମ ଘଟଣାରେ ଦିନକୁ ଦିନ ନୂଆ ମୋଡା ସାମ୍ନାକୁ ଆସୁଛି । ଏବେ ପୀଡିତାଙ୍କ ପରିବାର ଲୋକେ ପୋଲିସ ଅଧରାତିରେ ଶବସତ୍କାର କରିଥିବା ଅସ୍ଥିର ଡିଏନ୍‌ଏ ପରୀକ୍ଷା ପାଇଁ ଦାବି କରିଛନ୍ତି । ରାତିଅଧରେ ପୋଲିସ କାହାର ଅନ୍ତିମ ସଂସ୍କାର କରିଥିଲା । ସେ ମୋ…

ବିଧାନସଭାରେ ୟୁପି ତାତି, କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର: ୟୁପି ହାଥରସ ଘଟଣାକୁ ନେଇ ଆଜି ବିଧାନସଭାରେ ତୁମ୍ବି ତୋଫାନ ହୋଇଛି । ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ବିଧାୟକ ହଙ୍ଗାମା କରିଛନ୍ତି । ଯୋଗି-ମୋଦୀ ହାଏ ହାଏ ବୋଲି ନାରାବାଜି ଦେଇଛନ୍ତି । ଯୋଗି ଆଦିତ୍ୟ ନାଥଙ୍କ ଇସ୍ତଫା ଦାବି କରିଛନ୍ତି । ଏଥିସହ ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ…

ଆଜି ହଥରସ ଯିବେ ରାହୁଲ, କହିଲେ କୌଣସି ଶକ୍ତି ଅଟକାଇ ପାରିବନି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହଥରସ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ରାଜନୀତି ଜୋରଦାର ହୋଇଛି । ଆକ୍ରମଣ ମୁଦ୍ରାରେ ଥିବା କଂଗ୍ରେସ ଟାର୍ଗେଟରେ ଯୋଗୀ ସରକାର । ପୂର୍ବରୁ ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ ଯିବା ବେଳେ ପୋଲିସ ଗ୍ରେଟର ନୋଏଡାରେ ରାହୁଲ ଓ ପ୍ରିୟଙ୍କାଙ୍କୁ…