Latest Odisha News

BREAKING NEWS

Browsing Tag

Congress Protest

ବୀରମହାରାଜପୁରରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ପାଳନ

ବୀରମହାରାଜପୁର: ଚାରି ଦଫା ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି କଂଗ୍ରେସ। ଜିଲ୍ଲା ଯୁବ କଂଗ୍ରେସ ଓ ବୀରମହାରାଜପୁର ବ୍ଲକ କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । ବୀରମହାରାଜପୁର ବ୍ଲକ୍‌କୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା,…

ଚାଷୀ ମାରଣ ନୀତି ବିରୋଧରେ ସୋନପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତିକୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ୫ ଦଫା ଦାବିରେ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।…

ତହସିଲ କାର୍ଯ୍ୟାଳୟ ଆଗରେ ଧାନ ବସ୍ତା ରଖି କଂଗ୍ରେସ ଓ ଚାଷୀଙ୍କ ବିକ୍ଷୋଭ

ସୋନପୁର : ରବି ଋତୁରେ ଧାନ ବିକ୍ରି ପାଇଁ ଦେଖା ଦେଇଛି ଅନେକ ସମସ୍ୟା । ଧାନ ବିକ୍ରି ପାଇଁ ସରକାର ଚାଷୀଙ୍କୁ ମାତ୍ର ୧୨ ଦିନ ସମୟ ଦେଉଥିବାରୁ ଅନେକ ଚାଷୀଙ୍କ ଟୋକନ ବାତିଲ ହେଉଛି । ସମସ୍ୟାର ସମାଧାନ ପାଇଁ ବାରମ୍ବାର ଅଭିଯୋଗ କଲେ ବି କୌଣସି ସୁଫଳ ମିଳୁନି । ଯାହାକୁ ନେଇ ଆଜି ସୋନପୁରରେ…

ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ ଭଦ୍ରକରେ କଂଗ୍ରେସର ଗଣଧାରଣା

ଭଦ୍ରକ: କରୋନା କାଳରେ ଖାଉଟିଙ୍କ ମହଙ୍ଗା ମାଡ଼ । ତୈଳଦର ହୁ ହୁ ହୋଇ ବଢୁଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦାମ ବି ବଢୁଛି । ପେଟ୍ରୋଲ ଓ ଡିଜେଲ୍ ଦରବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପେଟ୍ରୋଲ ପମ୍ପ ଆଗରେ ୪ ଘଣ୍ଟିଆ ଗଣଧାରଣ ଦିଆଯାଉଛି । କେନ୍ଦ୍ର ସରକାରଙ୍କ…

କଂଗ୍ରେସର ଗଣବିକ୍ଷୋଭ, ଧର୍ମଶାଳା ତହସିଲ ଅଫିସ ଘେରିଲେ କଂଗ୍ରେସ କର୍ମୀ 

ଚଣ୍ଡିଖୋଲ: ୪ ଦଫା ଦାବି ନେଇ ଧର୍ମଶାଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଫିସ ସମ୍ମୁଖରେ ଗଣବିକ୍ଷୋଭ କରିଛନ୍ତି କଂଗ୍ରେସ କର୍ମୀ । ଯଥାଶୀଘ୍ର ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରିବାକୁ ଚେତାବନୀ ଦେଇଛନ୍ତି । ଧର୍ମଶାଳା…

ତୈଳ ଦର ବୃଦ୍ଧି ପ୍ରତିବାଦ: ପ୍ରଧାନମନ୍ତ୍ରୀଙ୍କ ବେଶରେ ଶଗଡ଼ ଉପରେ ବସି ସହର ପରିକ୍ରମା

ଉମରକୋଟ: ତୈଳ ଦର ବେଲଗାମ । ପାଖାପାଖି ୯୦ ଛୁଇଁଲାଣି ପେଟ୍ରୋଲ ଓ ଡିଜେଲ ଦାମ । ଦର ବୃଦ୍ଧି ପ୍ରତିବାଦରେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଅଭିନବ ଉପାୟରେ ଓଡ଼ିଶା ବନ୍ଦ ପାଳନ କରୁଛି କଂଗ୍ରେସ । ଶଗଡ ଗାଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଶରେ ସହର ପରିକ୍ରମା । ଜଣେ ଯୁବକ ନିଜକୁ…

ଆଜି ରାଜ୍ୟରେ ସବୁ ଏସପି ଅଫିସ ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର: ପରୀ ହତ୍ୟାକାଣ୍ଡ, ରାଜ୍ୟରେ ଶିଶୁ ନିଖୋଜ ଓ ନାବାଳିକା ଦୁଷ୍କର୍ମ ଭଳି ଘଟଣା ବଢୁଛି । ଏହାର ପ୍ରତିବାଦରେ ଆଜି କଂଗ୍ରେସ ରାଜ୍ୟର ସବୁ ଏସପିଙ୍କ ଅଫିସ ଘେରାଉ କରିବ । ଏଥିରେ ସାମିଲ ହେବେ କଂଗ୍ରେସ ନେତା ଓ କର୍ମୀ । ଭୁବନେଶ୍ୱରରେ ପୋଲିସ କମିଶନର କାର୍ଯ୍ୟାଳୟ ନିକଟରେ…