Latest Odisha News

BREAKING NEWS

Browsing Tag

congress

‘କୁଆଡେ ଗଲା କବଚ’, ଟ୍ରେନ ଦୁର୍ଘଟଣା ପାଇଁ ବିଜେପିକୁ ଘେରିଲେ ବିରୋଧୀ

ଭୁବନେଶ୍ୱର: ବାଲେଶ୍ୱରରେ ଭୟାବହ ରେଳ ଦୁର୍ଘଟଣା ଯୋଗୁ ଶହ ଶହ ଜୀବନ ଯାଇଛି। ଏପରିକି ବହୁ ଲୋକ ଗୁରୁତର ଆହତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ବହୁ ପରିବାର ଛାରଖାର ହୋଇଯାଇଛି। ଦେଶ ବିଦେଶରୁ ସମବେଦନାର ସୁଅ ଛୁଟିଛି। ଏଭଳି ଏକ ଗଭୀର ଦୁଃଖ ସମୟରେ ଦୁର୍ଘଟଣାର ମୂଳ କାରଣକୁ ନେଇ…

ଯାହା କରିଛି ବିଜେପି, ସବୁ ହଟାଉଛି କଂଗ୍ରେସ!

ଭୁବନେଶ୍ୱର: କ୍ଷମତାକୁ ଆସିବା ପରେ ଗୋଟିଏ ପରେ ଗୋଟିଏ ବିଜେପି ଯୋଜନାକୁ ବନ୍ଦ କରୁଥିବା କର୍ଣ୍ଣାଟକର କଂଗ୍ରେସ ସରକାର ଜାତୀୟ ଶିକ୍ଷାନୀତିକୁ ହଠାତ ବନ୍ଦ କରିବା ଯୋଜନାରେ ନାହିଁ ବୋଲି କହିଛନ୍ତି କର୍ଣ୍ଣାଟକର ଉଚ୍ଚ ଶିକ୍ଷା ମନ୍ତ୍ରୀ। ଦେଶର ପ୍ରଥମ ରାଜ୍ୟ ଭାବେ କର୍ଣ୍ଣାଟକର କେନ୍ଦ୍ରର…

‘ୟୁପି ରାଜନୀତି’, କଂଗ୍ରେସକୁ ଫଲୋ କରୁଛି ସମାଜବାଦୀ ପାର୍ଟି !

ଭୁବନେଶ୍ୱର: ଉତ୍ତରପ୍ରଦେଶରେ କଂଗ୍ରେସ ଢାଞ୍ଚା ଆପଣାଇବ ସମାଜବାଦୀ ପାର୍ଟି। ଦଳକୁ ନିର୍ବାଚନରେ ସଫଳ କରିବା ପାଇଁ ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ହିନ୍ଦୁତ୍ୱ ପନ୍ଥା ଆପଣାଇବ ବୋଲି କୁହାଯାଉଛି। କର୍ଣ୍ଣାଟକ ନିର୍ବାଚନରେ କଂଗ୍ରେସ ଇସ୍ତାହାରରେ ବଜରଙ୍ଗ ଦଳକୁ ବ୍ୟାନ କରିବା ସମ୍ପର୍କିତ…

ଟିଏମସିକୁ କଂଗ୍ରେସର ଜବାବ, ବିଧାୟକ ନେଉଛ ଏକାଠି ହେବାକୁ କହୁଛ!

ଭୁବନେଶ୍ୱର: ପଶ୍ଚିମବଙ୍ଗରେ କଂଗ୍ରେସର ଏକମାତ୍ର ବିଧାୟକ ବାୟରନ ବିଶ୍ୱାସ ଟିଏମସିରେ ମିଶିବା ପରେ କଂଗ୍ରେସ ପ୍ରତିକ୍ରିୟାଶୀଳ ହୋଇଛି। ରାଜ୍ୟରେ ଟିଏମସି ପକ୍ଷରୁ ଚାଲିଥିବା ଜନ ସଂଯୋଗ ଯାତ୍ରା ସମୟରେ କଂଗ୍ରେସର ସାଗରଦିଘି ବିଧାୟକ ବାୟରୋନ ବିଶ୍ୱାସ ଦଳର ସାଂସଦ ଅଭିଷେକ ବାନାର୍ଜୀଙ୍କ…

ବିଜେପିକୁ ବହିରୁ ବାହାର କରିଦେବେ !

ଭୁବନେଶ୍ୱର: କର୍ଣ୍ଣାଟକରେ ପୂର୍ବର ବିଜେପି ସରକାର ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ତୁରନ୍ତ ପରିବର୍ତ୍ତନ କରିବାରେ ଲାଗିଛି ନୂଆ କଂଗ୍ରେସ ସରକାର। ବିଜେପି ଦ୍ୱାରା କରାଯାଇଥିବା କିଛି ଯୋଜନାକୁ ବନ୍ଦ କରାଯିବା ସହ ଯୋଜନା ପାଇଁ ଅର୍ଥ ବରାଦକୁ ବି ବନ୍ଦ କରିଦିଆଯାଇଛି। ଏପରିକି କିଛି ବଡ଼…

‘ମଣିପୁର ପଛରେ ବିଜେପିର ଗୁପ୍ତ ଏଜେଣ୍ଡା’

ଭୁବନେଶ୍ୱର: ମଣିପୁର ହିଂସାକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ହିଂସା ଯୋଗୁ ମଣିପୁର ଜଳିବା ସହ ବହୁ ଧନଜୀବନ ହାନି ହୋଇଛି। ଯାହାକୁ ନେଇ କଂଗ୍ରେସ ବିଜେପିକୁ ଟାର୍ଗେଟ କରିବା ସହ ଦଳର ପ୍ରତିନିଧି ମଣ୍ଡଳ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। କଂଗ୍ରେସର ଜାତୀୟ ସଭାପତି ମଲ୍ଲିକାର୍ଜୁନ…

‘ତେଲେଙ୍ଗାନା ରାଜନୀତି’, ୱାଇଏସଆର ସହ ମେଣ୍ଟ କରିବ କଂଗ୍ରେସ !

ଭୁବନେଶ୍ୱର: ତେଲେଙ୍ଗାନାରେ ଆସନ୍ନ ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ରାଜ୍ୟରେ ଶାସକ ବିଆରଏସକୁ ହରାଇବାକୁ ପ୍ରମୁଖ ଶକ୍ତି ମାନେ ଲାଗି ପଡିଛନ୍ତି। ବିଜେପିଠୁ ଆରମ୍ଭ କରି କଂଗ୍ରେସ ଓ ୱାଇଏସଆର ତେଲେଙ୍ଗାନା ପାର୍ଟି ମଧ୍ୟ ଜିତିବାକୁ ଯୋଜନା ପ୍ରସ୍ତୁତିରେ ଲାଗିଛନ୍ତି। କର୍ଣ୍ଣାଟକରେ…

‘ମଧ୍ୟପ୍ରଦେଶରେ ୧୫୦ ସିଟରେ ଜିତିବ କଂଗ୍ରେସ’

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ୧୫୦ ଆସନ ଜିତିବ କଂଗ୍ରେସ। ମଧ୍ୟପ୍ରଦେଶ ନିର୍ବାଚନ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଭଳି ମନ୍ତବ୍ୟ ଦେଇଛନ୍ତି। କର୍ଣ୍ଣାଟକରେ କଂଗ୍ରେସ ଯେଭଳି ଜିତିଲା ମଧ୍ୟପ୍ରଦେଶରେ ସେଭଳି ରିପିଟ କରିବ ବୋଲି ସେ…

ପ୍ରତ୍ୟେକ ବୁଥ୍‌ରେ କଂଗ୍ରେସ ସେବା ଦଳ କର୍ମୀଙ୍କୁ ନିଯୁକ୍ତି ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ କଂଗ୍ରେସ ସେବାଦଳର ଜିଲ୍ଲା କର୍ମକର୍ତ୍ତା ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ସମ୍ମିଳନୀକୁ ଉଦଘାଟନ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…

କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ମହମ୍ମଦ ମୋକିମ୍‌ଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ରହିଛି କି ନେତୃତ୍ୱ ସଂକଟ ? ଦଳରେ ନେତୃତ୍ୱ ସଂକଟ ନେଇ ଦେଇଥିବା ମନ୍ତବ୍ୟ ଏବେ ଦୁଇ କଂଗ୍ରେସ ନେତାଙ୍କୁ ମହଙ୍ଗା ପଡ଼ିଛି । ଦଳ ବିରୋଧୀ ମନ୍ତବ୍ୟ ପାଇଁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଓ ବାରବାଟି-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଦଳ ପକ୍ଷରୁ…