Latest Odisha News

BREAKING NEWS

Browsing Tag

congress

ରାଜସ୍ଥାନରେ ସ୍କୁଟିରେ ବୁଲିଲେ, ବିଜେପି ଉପରେ ବର୍ଷିଲେ ରାହୁଲ

ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭିନ୍ନ ଭିନ୍ନ ବର୍ଗଙ୍କ ସହ ଭିନ୍ନ ଭିନ୍ନ ବେଶରେ ଦେଖିବାକୁ ମିଳୁଛି। ସାଧାରଣ ଲୋକଙ୍କ ସହ ସାମିଲ ହୋଇ ଚର୍ଚ୍ଚାରେ ରହିଛନ୍ତି ରାହୁଲ। ପୂର୍ବରୁ ଡେଲିଭରି ବୟଙ୍କ ସହ ସ୍କୁଟିରେ ବୁଲିବା ସହ ଟ୍ରକ ଚାଳକଙ୍କ ସହ ଟ୍ରକରେ ଯାତ୍ରା କରିବା। ପରେ…

ସୋନିଆଙ୍କ ଘର ଜାଳିବା କଥା କହିଲେ ଆସାମ ମୁଖ୍ୟମନ୍ତ୍ରୀ! ପୋଲିସରେ ଫେରାଦ ହେଲା କଂଗ୍ରେସ

ଭୁବନେଶ୍ୱର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମାଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଛି କଂଗ୍ରେସ। ଆସାମର ବରିଷ୍ଠ କଂଗ୍ରେସ ନେତା ଦେଵବ୍ରତ ସାଇକିଆ ବିଶ୍ଵଶର୍ମାଙ୍କ ସୋନିଆ ଗାନ୍ଧୀଙ୍କ ବିରୋଧରେ ଘୃଣା ମନ୍ତବ୍ୟକୁ ନେଇ ପୋଲିସରେ ଅଭିଯୋଗ କରିଛନ୍ତି। ମଧ୍ୟପ୍ରଦେଶ ବିଧାନସଭା…

ଛେଣ୍ଡିପଦାରେ ପୁଣିଥରେ ସୁଶାନ୍ତ !

ଭୁବନେଶ୍ୱର: ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ଏଭଳି ସ୍ଥିତିରେ ସମ୍ପୃକ୍ତ ସଂସଦୀୟ କ୍ଷେତ୍ର ଅଧୀନରେ ଥିବା ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏମିତି ଏକ ନିର୍ବାଚନ ମଣ୍ଡଳୀ ହେଉଛି ଅନୁଗୁଳ…

ହାଇଦ୍ରାବାଦରେ ସିଡବ୍ଲୁସି ବୈଠକ, ବାଜି ମାରିନେବ କଂଗ୍ରେସ !

ଭୁବନେଶ୍ୱର: କଂଗ୍ରେସର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ କମିଟି ସିଡବ୍ଲୁସିର ନୂଆ କମିଟି ବୈଠକ ହାଇଦ୍ରାବାଦରେ ବସିଛି। ଆଗକୁ ଦେଶର ପ୍ରମୁଖ ରାଜ୍ୟର ନିର୍ବାଚନ ଥିବାବେଳେ ଲୋକସଭା ନିର୍ବାଚନ ରହିଛି। ତେଣୁ ଦଳର ସ୍ୱତନ୍ତ୍ର ରଣନୀତିକୁ ନେଇ ଆଲୋଚନା ହୋଇଛି। ଦଳର ଜାତୀୟ ସଭାପତି ମଲ୍ଲିକାର୍ଜୁନ…

ବିଜେଡି ବିରୋଧରେ ପଶ୍ଚିମ ଓଡିଶା କାର୍ଡ, ଏକାଠି ହେଲେ ବିଜେପି, କଂଗ୍ରେସ!

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାର ରାଜନୈତିକ ବାତାବରଣ ସରଗରମ ହେଉଛି। ଠିକ ଏଭଳି ସମୟରେ ବିରୋଧୀ ପଶ୍ଚିମ ଓଡିଶାକୁ ନେଇ ଏକ ବଡ଼ କାର୍ଡ ଖେଳିଥିବା ଆଲୋଚନା ହେଉଛି। ନୂଆଖାଇକୁ ପଶ୍ଚିମ ଓଡିଶାର ଗଣପର୍ବ କୁହାଯାଏ। ଏପରିକି ଛୋଟଠୁ ବଡ଼ ସମସ୍ତେ ଏହି ପର୍ବକୁ ବହୁ ଅଧିକ…

ପଟାଙ୍ଗୀ ରାଜନୀତିର ଖେଳ ବିଗାଡିବ କୋଟିଆ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ ନିର୍ବାଚନ ବାତାବରଣ ତିଆରି ହୋଇସାରିଥିବାବେଳେ ବିଭିନ୍ନ ନିର୍ବାଚନ ମଣ୍ଡଳୀକୁ ନେଇ ଆଲୋଚନା ଜୋର ଧରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଉପରେ ଏବେ ବିଭିନ୍ନ ରାଜନୈତିକ ଦଳର ନଜର ରହିଛି। ସେଥିମଧ୍ୟରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ…

ହିମାଚଳ ଜିତାଇଛି ବିଧାନସଭା, ଏବେ ଲୋକସଭା ଜିତିବାକୁ ଜାଲ ବିଛାଉଛି କଂଗ୍ରେସ!

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ପ୍ରମୁଖ ରାଜନୈତିକ ଦଳଗୁଡିକ ବେଶ ତତ୍ପର ହୋଇଛନ୍ତି। ଯେଉଁ ରାଜ୍ୟରେ ଯେଉଁ ଦଳର ସରକାର ଅଛି ସେଠାରେ କିଭଳି ସମ୍ପୃକ୍ତ ଦଳ ଅଧିକ ଲୋକସଭା ସିଟ ଜିତିବ ସେ ନେଇ ଉଦ୍ୟମ ଆରମ୍ଭ ହୋଇଛି। ଏହି କ୍ରମରେ ହିମାଚଳ ପ୍ରଦେଶରେ କିଛି ମାସ ତଳେ…

ତେଲେଙ୍ଗାନାରେ କେସିଆର ଖରାପ ବିଧାୟକ ଭଲ, ଛତିଶଗଡରେ ବଘେଲ ଭଲ ବିଧାୟକ ଖରାପ!

ଭୁବନେଶ୍ୱର: ଦେଶର ଚାରୋଟି ପ୍ରମୁଖ ରାଜ୍ୟର ନିର୍ବାଚନ ପୂର୍ବରୁ ଏକ ସର୍ଭେକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜସ୍ଥାନ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ତେଲେଙ୍ଗାନାରେ ନିର୍ବାଚନ ହେବାକୁ ଥିବାରୁ ସେଠାରେ ଥିବା ନିର୍ବାଚିତ ବିଧାୟକ ମାନଙ୍କ ଉପରେ ଲୋକେ କେତେ ସନ୍ତୁଷ୍ଟ ତାକୁ ନେଇ ରିପୋର୍ଟ…

ପାଣ୍ଡିଆନଙ୍କୁ ନିରଞ୍ଜନଙ୍କ କ୍ଲିନଚିଟ ! କହିଲେ ତାଙ୍କର କିଛି ଦୋଷ ନାହିଁ

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ଭିତରେ ଚାଲିଥିବା ବିବାଦକୁ ଭିନ୍ନ ମୋଡ଼ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ଫାଇଭ ଟି ସଚିବ ଭି କେ ପାଣ୍ଡିଆନଙ୍କର କିଛି ଭୁଲ ନାହିଁ ବୋଲି ସ୍ପଷ୍ଟ ଭାବରେ କହିଛନ୍ତି ନିରଞ୍ଜନ। ସାହୁ କହିଛି, ପାକେଲା…

ରାଜସ୍ଥାନରେ ଜେଜେପି ହେବ କିଙ୍ଗମେକର!

ଭୁବନେଶ୍ୱର: ରାଜସ୍ଥାନ ବିଧାନସଭା ନିର୍ବାଚନ ସ୍ଥିତି ଧୀରେ ଧୀରେ ଜଟିଳ ରୂପ ଧାରଣ କରୁଛି। ରାଜସ୍ଥାନରେ କଂଗ୍ରେସ ଓ ବିଜେପି ମଧ୍ୟରେ ଲଢେ଼ଇ ଦେଖିବାକୁ ମିଳେ। ଏପରିକି ପ୍ରତି ପାଞ୍ଚ ବର୍ଷରେ ଥରେ ସରକାର ବଦଳିବାର ପରମ୍ପରା ମଧ୍ୟ ରହି ଆସିଛି। ଏଥର କିନ୍ତୁ ରାଜସ୍ଥାନରେ ଗେହଲଟ ସରକାର…