Latest Odisha News

BREAKING NEWS

Browsing Tag

congress

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି। ଏଭଳି ସ୍ଥିତିରେ…

ଏମପିରେ ବିଜେପିକୁ କଂଗ୍ରେସ ଭରସା ! ଦଳୀୟ ବ୍ୟାନରରେ କଂଗ୍ରେସ ନେତାଙ୍କ ଫଟୋ

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଜେପି କଂଗ୍ରେସ ଲଢେଇ ଚରମ ସୀମାରେ ପହଂଚିଛି। ଉଭୟ ଦଳ ବିଭିନ୍ନ ମାଧ୍ୟମରେ ଲୋକଙ୍କ ସମର୍ଥନ ଯୋଗାଡ଼ କରିବାରେ ଲାଗି ପଡିଛନ୍ତି। ବିଜେପି ପକ୍ଷରୁ ଜନ ଆଶୀର୍ବାଦ ଯାତ୍ରା ଚାଲିଥିବା ବେଳେ କଂଗ୍ରେସ ମଧ୍ୟ ଜନ ଆକ୍ରୋଶ ଯାତ୍ରା ଆରମ୍ଭ…

ବିଜେପିକୁ କେରଳ ଝଟକା, ମିଳିଲା ମାତ୍ର ୫ ପ୍ରତିଶତ ଭୋଟ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିକୁ କେରଳରେ ବଡ଼ ଝଟକା ଲାଗିଛି। ଭାରତର ପ୍ରମୁଖ ଦକ୍ଷିଣ ରାଜ୍ୟ କର୍ଣ୍ଣାଟକରେ ବଡ଼ ପରାଜୟ ପରେ କୌଣସି ଦକ୍ଷିଣ ରାଜ୍ୟରେ ଦଳର ସ୍ଥିତି ଭଲ ନାହିଁ। କିନ୍ତୁ ଅନ୍ୟତମ ଦକ୍ଷିଣୀ ରାଜ୍ୟ ତେଲେଙ୍ଗାନାରେ ଦଳ ଭଲ ପ୍ରଦର୍ଶନ କରି କ୍ଷମତାକୁ…

ଏମପିରେ ମୋଦିଙ୍କ ଆଶୀର୍ବାଦ ସହ ରାହୁଲଙ୍କ ଆକ୍ରୋଶ ଲଢେଇ!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଆଉ ମାତ୍ର ଅଳ୍ପ କିଛି ଦିନ ବାକି ରହିଛି। କ୍ଷମତା ପାଇଁ କଂଗ୍ରେସ ଓ ବିଜେପି ମଧ୍ୟରେ ଏଠାରେ କଡା ଟକ୍କର ଦେଖିବାକୁ ମିଳିଛି। ଉଭୟ ଦଳ ଲୋଭନୀୟ ଯୋଜନା ଓ ପ୍ରତିଶ୍ରୁତି ମାଧ୍ୟମରେ ଲୋକଙ୍କୁ ନିଜର କରିବାକୁ ଉଦ୍ୟମ କରିଛନ୍ତି।…

ରାଜସ୍ଥାନ ଯିବେ ପ୍ରିୟଙ୍କା, ସେପଟେ ଆଶାୟୀଙ୍କ ସହ ଲଢୁଛି ବିଜେପି!

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ପ୍ରମୁଖ ରାଜନୈତିକ ଦଳର ଆଗଧାଡ଼ିର ନେତାମାନେ ଜୋରଦାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଆସନ୍ତା ୧୦…

କାହାର ହେବ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର!

ଭୁବନେଶ୍ୱର: ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଆଶାୟୀ ପ୍ରାର୍ଥୀ ମାନେ ତତ୍ପର ହୋଇଉଠିଲେଣି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଭିନ୍ନ ଭିନ୍ନ ଅଙ୍କାକଷା ଆରମ୍ଭ କରିଛନ୍ତି। କିନ୍ତୁ ଏସବୁ ଭିତରେ ରାଜ୍ୟର ଏମିତି କିଛି…

ଛତିଶଗଡରେ ରାହୁଲ ଶାହା ଲଢେଇ

ଭୁବନେଶ୍ୱର: ଛତିଶଗଡ଼ରେ ଦୁଇ ଜାତୀୟ ଦଳର ପ୍ରମୁଖ ନେତାଙ୍କ ମଧ୍ୟରେ ଲଢେ଼ଇ। ଆଗକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଛତିଶଗଡ଼ରେ ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଗୋଟିଏ ଦିନରେ ଉଭୟ ନେତା ବିଶାଳ ସମାବେଶକୁ ଉଦବୋଧନ…

ଏଥର ବାଙ୍କୀରେ ପୁଣିଥରେ ଦେବୀ!

ଭୁବନେଶ୍ୱର: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ମଣ୍ଡଳୀରେ ରାଜନୈତିକ କାର୍ଯ୍ୟକ୍ରମକୁ ଜୋରଦାର କଲେଣି। ବିଭିନ୍ନ ଦଳର ବହୁ ଆଶାୟୀ ଥିଲେ ମଧ୍ୟ ପ୍ରମୁଖ ପ୍ରାର୍ଥୀମାନେ ଟିକେଟ ପାଇବା ସମ୍ଭାବନା ଅଧିକ। ସେଥିପାଇଁ ସେମାନେ ବିଭିନ୍ନ ମାଧ୍ୟମରେ ମାହୋଲ ତିଆରି…

କର୍ଣ୍ଣାଟକରେ ବିଜେପିକୁ ଭାଙ୍ଗୁଛି କଂଗ୍ରେସ !

ଭୁବନେଶ୍ୱର: କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ବଡ଼ ପରାଜୟ ପରେ ବିଜେପି ଏବେ ଆଗାମୀ ଲୋକସଭା ନିର୍ବାଚନ ଉପରେ ଫୋକସ କରୁଛି। କର୍ଣ୍ଣାଟକର ୨୮ ଟି ଲୋକସଭା ସିଟ ମଧ୍ୟରୁ ବିଜେପି ୨୫ ଟି ସିଟ ଏକାକୀ ଜିତିଥିଲା। ତେଣୁ ଏଥର ବିଧାନସଭା ନିର୍ବାଚନ ଝଟକା ପରେ ମଧ୍ୟ ଦଳ କିଭଳି ଲୋକସଭା…

ମିଳିଲା ଗ୍ରୀନ ସିଗନାଲ, ଏଥର ରାହୁଲଙ୍କ ହାତ ଧରିବେ ଶର୍ମିଳା !

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ସମୀକରଣକୁ ରୂପ ଦେବାରେ ଲାଗି ପଡିଛନ୍ତି। ତେଲେଙ୍ଗାନା ଶାସକ ଦଳ ବିଆରଏସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ଏ ଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି।…