ଏମପିରେ କଂଗ୍ରେସ ଗ୍ୟାରେଣ୍ଟିକୁ ଟକ୍କର ଦେବ ଶିବରାଜଙ୍କ ରାକ୍ଷୀ ଉପହାର !
ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସର ପାଞ୍ଚୋଟି ନିର୍ବାଚନ ଗ୍ୟାରେଣ୍ଟି ଶାସକ ବିଜେପିର ମୁଣ୍ଡବିନ୍ଧାର କାରଣ ହୋଇଥିବା ଚର୍ଚ୍ଚା ହେଉଛି। ସେଥିପାଇଁ ଏମପିର ବିଜେପି ସରକାର ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବହୁ ଯୋଜନା ଘୋଷଣା କରୁଛନ୍ତି।
ଏହି କ୍ରମରେ ମହିଳାମାନଙ୍କୁ ରାକ୍ଷୀବନ୍ଧନର…