ଲଦାଖରେ ମ୍ୟାଚ ଦେଖିଲେ, ବାଇକ ଚଳାଇଲେ, ବିଜେପି ଉପରେ ବର୍ଷିଲେ ରାହୁଲ
ଭୁବନେଶ୍ୱର: ନିଜର ଲଦାଖ ଗସ୍ତ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ବିଜେପି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଲେହ ଠାରେ ଯୁବ ବର୍ଗଙ୍କ ସହ ଆଲୋଚନା ବେଳେ ଭାରତ ସ୍ୱାଧୀନତାର ମୂଳଦୁଆ ସମ୍ବିଧାନ ବୋଲି ରାହୁଲ କହିଛନ୍ତି।
ସାମ୍ବିଧାନିକ ଵ୍ୟଵସ୍ଥା ଅନୁଯାୟୀ ବିଭିନ୍ନ ଅନୁଷ୍ଠାନ…