ମୁହଁରେ ମୁତିଥିଲେ, ମୁହଁ ମାଡି ପଡିବେ!
ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ ଆଦିବାସୀଙ୍କ ଉପରେ ଉଭୟ କଂଗ୍ରେସ ଓ ବିଜେପି ନଜର ପକାଇଛନ୍ତି। ଚଳିତ ବର୍ଷ ଶେଷ ଭାଗରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଆଦିବାସୀ ସମ୍ପ୍ରଦାୟ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ବୋଲି କୁହାଯାଉଛି।
ସେଥିପାଇଁ ଉଭୟ ପ୍ରମୁଖ ଦଳ ଆଦିବାସୀ ସିଟ ଗୁଡିକୁ…