Latest Odisha News

BREAKING NEWS

Browsing Tag

congress

କର୍ଣ୍ଣାଟକ ବିଜେପିକୁ କଂଗ୍ରେସ ଝଟକା! ବିନା ବିରୋଧୀ ଦଳ ନେତାରେ ଚାଲିଲା ବିଧାନସଭା

ଭୁବନେଶ୍ୱର: କର୍ଣ୍ଣାଟକରେ ବିଜେପିର ଘର କଳି ଶୀର୍ଷରେ ପହଂଚିଛି। ସ୍ଥିତି ଏଭଳି ହୋଇଛି ଯେ ନିର୍ବାଚନ ଶେଷ ହୋଇ କଂଗ୍ରେସ ସରକାର ଗଠନ ହେବା ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେଲାଣି। କିନ୍ତୁ ଏ ଯାଏ ବିଜେପି ବିରୋଧୀ ଦଳ ନେତା ଚୟନ କରିପାରି ନାହିଁ। ଏପରିକି ବିନା ବିରୋଧୀ ଦଳ ନେତା…

ରାହୁଲଙ୍କୁ ଶର୍ମିଳାଙ୍କ ହାତ ଧରିବାକୁ ଦେବେନି !

ଭୁବନେଶ୍ୱର: ତେଲେଙ୍ଗାନାରେ ଛିଡିପାରୁନି କଂଗ୍ରେସ ଓ ୱାଇଏସଆର ତେଲେଙ୍ଗାନା ପାର୍ଟି ମଧ୍ୟରେ ଅଙ୍କ। ୱାଇଏସଆର ତେଲେଙ୍ଗାନା ପାର୍ଟି ମୁଖ୍ୟ ୱାଇଏସ ଶର୍ମିଳା କଂଗ୍ରେସରେ ମିଶିବା ନେଇ ଉଦ୍ୟମ କରିବା ସହ ଏ ନେଇ କଂଗ୍ରେସ ପକ୍ଷରୁ ଗ୍ରୀନ ସିଗନାଲ ମିଳିଥିଲେ ମଧ୍ୟ ନିଷ୍ପତ୍ତି ହୋଇପାରୁ ନାହିଁ।…

‘ସମାନ ନାଗରିକ ସଂହିତା’, ପରକୁ କରୁଛି ନିଜର, ନିଜର ହେଉଛନ୍ତି ପର!

ଭୁବନେଶ୍ୱର: ଦେଶରେ ସମାନ ନାଗରିକ ସଂହିତା ଲାଗୁ ପ୍ରସଙ୍ଗକୁ ନେଇ ରାଜନୀତି ତୀଵ୍ର ହୋଇଛି। ଦେଶର ବିରୋଧୀ ଶାସକ ତଥା ପ୍ରମୁଖ ନେତାମାନେ ଏ ନେଇ ଭିନ୍ନ ଭିନ୍ନ ମତ ରଖୁଛନ୍ତି। ଏଭଳି ସ୍ଥିତିରେ ସମାନ ନାଗରିକ ସଂହିତା ସପକ୍ଷରେ କଂଗ୍ରେସ ନ ଥିବା ବେଳେ ହିମାଚଳ ପ୍ରଦେଶର କଂଗ୍ରେସ ନେତା ତଥା…

୧୪ ରେ କ୍ଷମତା ନେଇଥିଲା ଦରବୃଦ୍ଧି, ୨୪ ରେ ଦେବ!

ଭୁବନେଶ୍ୱର: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ ନିୟନ୍ତ୍ରଣକୁ ଆସିବା ବଦଳରେ ଆହୁରି ବଢିଚାଲିଛି। ଯେଉଁଥିପାଇଁ ଲୋକଙ୍କ ଦୁର୍ଦଶା ମଧ୍ୟ ବଢି ଚାଲିଛି। ଆଗକୁ ନିର୍ବାଚନ ଥିବାରୁ ରାଜନୈତିକ ଦଳଗୁଡିକ ଏହାକୁ ନେଇ କେନ୍ଦ୍ରର ବିଜେପି ସରକାରକୁ ଘେରିବା ଆରମ୍ଭ କରିଛନ୍ତି। ଏହି ଅବସରରେ…

ଏବେ ସିଂଦେଓଙ୍କୁ ଲଲିପପ, ଜିତିଲେ ହଟିବେ ବଘେଲ !

ଭୁବନେଶ୍ୱର: ଛତିଶଗଡ଼ରେ କଂଗ୍ରେସ ସରକାର ଗଠନ ଦିନଠାରୁ ଲାଗି ରହିଥିବା ସମସ୍ୟା କିଛି ପରିମାଣରେ ସମାଧାନ ହୋଇଛି। ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ଗୋଷ୍ଠୀକୁ ସନ୍ତୁଷ୍ଟ କରିବା ପାଇଁ ପଦକ୍ଷେପ ନେଇଛି କେନ୍ଦ୍ରୀୟ ନେତୃତ୍ୱ। ଛତିଶଗଡ଼ରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ଭାବେ ଅନ୍ୟତମ…

କର୍ଣ୍ଣାଟକରେ ବିଜେପି ନେତାଙ୍କୁ ବାନ୍ଧିବ କଂଗ୍ରେସ !

ଭୁବନେଶ୍ୱର: ବିଜେପି ସରକାର ସମୟରେ କର୍ଣ୍ଣାଟକରେ ଯେତେ ସବୁ ସ୍କାମର ଅଭିଯୋଗ ହୋଇଛି ସବୁର ତଦନ୍ତ ହେବ। ଯେତେ ଦୁର୍ନୀତି ଓ ଅନିୟମିତତା ହୋଇଛି ସବୁର ଗୋଟି ଗୋଟି ତଦନ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା କହିଛନ୍ତି। ପୂର୍ବ ବିଜେପି ସରକାର ସମୟରେ ମେଡିକାଲ କଲେଜ ନିର୍ମାଣଠୁ…

ଡେଲିଭରି ବୟରୁ ମେକାନିକ ପର୍ଯ୍ୟନ୍ତ ରାହୁଲଙ୍କ ଯାତ୍ରା !

ଭୁବନେଶ୍ୱର: କେତେବେଳେ ଡେଲିଭରି ବୟଙ୍କ ସ୍କୁଟରରେ ତ କେତେବେଳେ ଟ୍ରକରେ। ଆଉ କେତେବେଳେ ବାଇକ ଗ୍ୟାରେଜରେ। ଗତ କିଛି ମାସ ଧରି ବିଭିନ୍ନ ବର୍ଗର ତୃଣମୂଳ ସ୍ତରର ଲୋକଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଖାଯାଉଛନ୍ତି। ସେମାନଙ୍କ ସହ ଯାତ୍ରା କରୁଛନ୍ତି ସେମାନଙ୍କ ସୁଖଦୁଃଖ…

କେନ୍ଦ୍ରକୁ ରେଳ ଦୁର୍ଘଟଣାର ଜବାଵ ମାଗିଲେ କଂଗ୍ରେସ ନେତା

ଭୁବନେଶ୍ୱର: ବାଲେଶ୍ୱର ରେଳ ଦୁର୍ଘଟଣାରେ କେତେ ଜୀବନ ଅକାଳରେ ଚାଲିଗଲା। ଏହାକୁ ନେଇ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ହେଲା। ଦେଶର ରାଜନୀତି ମଧ୍ୟ ତୀଵ୍ର ହେଲା। ଘଟଣାର ସିବିଆଇ ତଦନ୍ତ ମଧ୍ୟ ଚାଲିଛି। କିନ୍ତୁ ଏହାର ଫଳ କଣ ବୋଲି ପ୍ରଶ୍ନ କରିଛନ୍ତି ମଧ୍ୟପ୍ରଦେଶ କଂଗ୍ରେସ…

କର୍ଣ୍ଣାଟକରେ ହାରିବା ପରେ.. ବିଜେପି ଲଢୁଛି ବିଜେପି ସହ, ବୋମ୍ମାଇ ସାଜିଛନ୍ତି ଦେଖଣାହାରୀ !

ଭୁବନେଶ୍ୱର: କର୍ଣ୍ଣାଟକରେ ହାରିବା ପରେ ବିଜେପି ନେତାଙ୍କ ମଧ୍ୟରେ ଲଢ଼େଇ ତୀଵ୍ର ହେବାରେ ଲାଗିଛି। ଦଳର ପ୍ରମୁଖ ନେତାମାନେ ଏହି ବଡ଼ ପରାଜୟ ପାଇଁ ପରସ୍ପରକୁ ଦୋଷ ଦେଉଥିବାବେଳେ ଏବେ କିନ୍ତୁ ଖୋଲାଖୋଲି ଲଢ଼େଇକୁ ଓଲ୍ହାଇଥିବା ଦେଖିବାକୁ ମିଳିଛି। ଦଳର ବରିଷ୍ଠ ନେତାମାନେ ମୋଦିଙ୍କ ୯ ବର୍ଷ…

ବଘେଲଙ୍କ ବାଣରେ ବିଜେପି ଘାଇଲା! ଶାହା ବଦଳାଇଲେ ରଣନୀତି

ଭୁବନେଶ୍ୱର: ଛତିଶଗଡ଼ରେ ଶାସନକୁ ବଜାୟ ରଖିବା ସହ ଲୋକସଭା କ୍ଷେତ୍ରରେ ଅଧିକରୁ ଅଧିକ ସିଟ ଜିତିବା ପାଇଁ ଶାସନରେ ଥିବା କଂଗ୍ରେସ ସବୁ ଉଦ୍ୟମ ଜାରି ରଖିଛି। ଏହି କ୍ରମରେ ଦଳ ପକ୍ଷରୁ ସଂଭାଗୀୟ ସମ୍ମିଳନୀ ଆୟୋଜିତ ହେଉଥିବା ବେଳେ ବିଧାନସଭା ସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହେଉଛି।…