Latest Odisha News

BREAKING NEWS

Browsing Tag

congress

ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ନବୀନଙ୍କ ସହ କେନ୍ଦ୍ର ସରକାରଙ୍କୁ ଟାଣିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ ମୁଖ୍ୟମନ୍ତ୍ରୀ…

୨୦୨୪ ନିର୍ବାଚନରେ ଏନଡିଏ ବିପକ୍ଷରେ କେଉଁ ନାଁରେ ଲଢ଼ିବେ ବିରୋଧୀ ?

ନୂଆଦିଲ୍ଲୀ: ବିରୋଧୀ ଦଳ ୨୦୨୪ ନିର୍ବାଚନ ପୂର୍ବରୁ ଏକାଠି ହେବାକୁ ଚେଷ୍ଟା କରୁଛନ୍ତି । ଆଉ ବିରୋଧୀ ଏକତା ମେଣ୍ଟର ନାଁ ପିଡିଏ ରହିବ ବୋଲି କୁହାଯାଉଛି । ତେବେ ବିରୋଧୀ ମେଣ୍ଟର ନା ପିଡିଏ ରହିବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ସିପିଆଇ ସୂତ୍ରରୁ ମିଳିଥିବା ଖବର…

ବିବାଦରେ ରାହୁଲଙ୍କ ବିବାହ ପ୍ରସଙ୍ଗ!

ଭୁବନେଶ୍ୱର: ବିରୋଧୀ ବୈଠକରେ ରାହୁଲଙ୍କ ବିବାହ ପ୍ରସଙ୍ଗକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ବିରୋଧୀଙ୍କ ବୈଠକ ପରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ବିବାହ ପାଇଁ କହିଥିଲେ। ପାଟନାରେ ବିରୋଧୀ ଦଳଗୁଡ଼ିକର ବୈଠକ ପରେ ଆୟୋଜିତ ସାମ୍ବାଦିକ…

କଂଗ୍ରେସର ନିର୍ବାଚନ ବାର୍ତ୍ତା, ଦଳକୁ ଆସିଲେ ମିଳିବ ପଦ ଆଉ ସମ୍ମାନ!

ଭୁବନେଶ୍ୱର: ଦେଶର ବିଭିନ୍ନ ରାଜ୍ୟ ବିଧାନସଭା ଓ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି କର୍ଣ୍ଣାଟକରେ କଂଗ୍ରେସ ବଡ଼ ଚାଲ ଖେଳିଥିବା ଆଲୋଚନା ହେଉଛି। ଅନ୍ୟ ପ୍ରମୁଖ ଦଳ ଦ୍ୱାରା ଅପଚରା ପ୍ରମୁଖ ନେତାଙ୍କୁ ସମ୍ମାନ ଦେବା ସହ ପ୍ରମୁଖ ପଦ ଦେଇ ଦେଶବ୍ୟାପି ଏକ ବାର୍ତ୍ତା ଦେବାକୁ ଦଳ ଉଦ୍ୟମ କରିଛି।…

କଂଗ୍ରେସର କର୍ଣ୍ଣାଟକ ଫଣ୍ଡା ମଧ୍ୟପ୍ରଦେଶରେ ଆପଣାଉଛି ବିଜେପି!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ରାଜନୈତିକ ଲଢେଇ ଚରମ ସୀମାରେ ପହଞ୍ଚିଛି। କଂଗ୍ରେସ ମଧ୍ୟପ୍ରଦେଶରେ ସରକାର ଗଢିବା ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। କର୍ଣ୍ଣାଟକ ଢାଞ୍ଚାରେ ରାଜ୍ୟରେ ମାହୋଲ ତିଆରି କରିବା ସହ ରାଜ୍ୟବାସୀଙ୍କୁ ୫ ଟି ଗ୍ୟାରେଣ୍ଟି ଦିଆଯାଇଛି। ଏଭଳି ସ୍ଥିତିରେ…

ବିଜେପିକୁ ହରାଇବା ବାଟ ପାଇଗଲେ ବିରୋଧୀ !

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ବିରୋଧୀ ଶକ୍ତି ଏକାଠି ହୋଇଛନ୍ତି। ଦେଶର ୧୫ ଟି ବିରୋଧୀ ଦଳର ମୁଖିଆମାନେ ପାଟନାରେ ଏକାଠି ହୋଇ ରଣନୀତି ପ୍ରସ୍ତୁତ କରିଛନ୍ତି। ବିଜେପିକୁ ଶାସନରୁ ହଟାଇବା ପାଇଁ ଫର୍ମୁଲା କଣ ହେବ, ସିଟ ବୁଝାମଣା କେଉଁ ଭିତ୍ତିରେ ହେବ ଏ ସବୁ…

ଯୋଗୀଙ୍କୁ ମାତ ଦେବାକୁ ଏକାଠି ହେବେ ହାତୀ ହାତ!

ଭୁବନେଶ୍ୱର: ଉତ୍ତରପ୍ରଦେଶକୁ ନେଇ ଏବେ ରାଜନୈତିକ ଅଙ୍କକଷା ଅଧିକ ଦେଖିବାକୁ ମିଳୁଛି। ୟୁପିର ରାଜନୈତିକ ଚିତ୍ର କଣ ହେବ ତାକୁ ନେଇ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଉଛି। ୟୁପିରେ ବିଜେପିକୁ ଚେକ ଦେବା ପାଇଁ ସମାଜବାଦୀ ପାର୍ଟି ଶକ୍ତି ସାଉଁଟୁ ଥିବା ବେଳେ କଂଗ୍ରେସ ମଧ୍ୟ ଭିନ୍ନ କିଛି…

ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସରେ ମିଶିଵ କି ୱାଇଏସଆର ତେଲେଙ୍ଗାନା ପାର୍ଟି? ପାର୍ଟି ମୁଖ୍ୟ ତଥା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନଙ୍କ ଭଉଣୀ ୱାଇଏସ ଶର୍ମିଳାଙ୍କ ଆଭିମୁଖ୍ୟକୁ ଦେଖି ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। ଚର୍ଚ୍ଚା ଅନୁଯାୟୀ ଆସନ୍ତା ଜୁଲାଇ ଆଠ ତାରିଖରେ ଶର୍ମିଳାଙ୍କ ଦଳ କଂଗ୍ରେସରେ…

ବିରୋଧୀଙ୍କ ବୈଠକ ପୂର୍ବରୁ ତେଜିଲା ରାଜନୀତି, ପ୍ରଧାନମନ୍ତ୍ରୀ ପଦ ପାଇଁ ରାହୁଲ କେଜରିୱାଲ ଲଢେଇ!

ଭୁବନେଶ୍ୱର: ରାତି ପାହିଲେ ବହୁ ପ୍ରତୀକ୍ଷିତ ବିରୋଧୀ ଦଳଗୁଡିକର ବୈଠକ ହେବ। ଏଥିପାଇଁ ବିହାରର ପାଟନା ଚଳଚଞ୍ଚଳ ହୋଇଉଠିଛି।ବିଜେପି ବିରୋଧରେ ଏକାଠି ହେବେ ୧୭ ରୁ ଅଧିକ ବିରୋଧୀ ଦଳ। କଂଗ୍ରେସ, ଆମ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି, ଟିଏମସି, ଉଦ୍ଧବ ଗୋଷ୍ଠୀ ଶିବସେନା ସମେତ ପ୍ରମୁଖ…

ଆସୁଛନ୍ତି ଅମିତ ଶାହା, ଚାଲିଛି ସର୍ଭେ, କଟିବ ଟିକେଟ!

ଭୁବନେଶ୍ୱର: ଛତିଶଗଡ଼ ନିର୍ବାଚନକୁ ଆଉ ମାତ୍ର ଅଳ୍ପ କେତେ ମାସ ବାକି ଅଛି। ରାଜ୍ୟର ରାଜନୈତିକ ସ୍ଥିତିକୁ ଦେଖିଲେ ସେଠାରେ କଂଗ୍ରେସ ଓ ବିଜେପି ମଧ୍ୟରେ ଲଢେଇ ହେବ। କଂଗ୍ରେସ ଶାସନରେ ଥିବାବେଳେ ଶାସନ ବଜାୟ ରଖିବାକୁ ଦଳ ଉଦ୍ୟମ କରୁଛି। ତେଣୁ ଉଭୟ ଦଳ ପ୍ରଚାର ପ୍ରସାରକୁ ଜୋରଦାର କରୁଛନ୍ତି।…