Latest Odisha News

BREAKING NEWS

Browsing Tag

congress

କିଏ ହେବ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ?

ବେଙ୍ଗଳୁରୁ: କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ବହୁମତ ମିଳିବା ପରେ କିଏ ହେବ ମୁଖ୍ୟମନ୍ତ୍ରୀ ? ଯାହାକୁ ନେଇ ଆଜି ବସିବ କଂଗ୍ରେସ ବିଧାୟକ ଦଳ ବୈଠକ । ଆଶା କରାଯାଉଛି ମୁଖ୍ୟମନ୍ତ୍ରୀ ବାଛିବା ଦାୟିତ୍ୱ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଉପରେ ଛାଡ଼ିଦେବେ ବିଧାୟକ । ତେବେ…

କର୍ଣ୍ଣାଟକରେ ମୋଦିଙ୍କୁ ହରାଇଦେଲେ ରାହୁଲ

ଭୁବନେଶ୍ୱର: କର୍ଣ୍ଣାଟକରେ କାମ କଲାନି ମୋଦିଙ୍କ ଯାଦୁ। କଂଗ୍ରେସର ବହୁ ସଂଖ୍ୟାରେ ବିଜୟ ବିଜେପିର ସମସ୍ତ ଉଦ୍ୟମକୁ ଫିକା ପକାଇ ଦେଇଛି। କର୍ଣ୍ଣାଟକରେ ୯ ଦିନ ଧରି ବିଜେପିର ସବୁଠୁ ଲୋକପ୍ରିୟ ଚେହେରା ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୮ ଟି ବଡ଼ ସାଧାରଣ ସଭା, ୬ ଟି ଦୀର୍ଘ ସମୟର ରୋଡ଼ ଶୋର କିଛି…

ନିଶ୍ଚିତ ବିଜୟ, ବ୍ୟବଧାନ କେତେ ?

ଭୁବନେଶ୍ୱର: ଆଉ କେଇ ଘଣ୍ଟା ପରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବ। ନିର୍ବାଚନ ଫଳାଫଳକୁ ରାଜ୍ୟର ତିନି ପ୍ରମୁଖ ଦଳ ଅପେକ୍ଷା କରିଥିବା ବେଳେ ନାନା ପ୍ରକାରର ଚର୍ଚ୍ଚା ଓ ଆକଳନ ହେଉଛି। ବିଜେଡି ବହୁ ଭୋଟ ବ୍ୟବଧାନରେ ଜିତିବ ବୋଲି ବିଜେଡି ନେତାମାନେ ଦୃଢୋକ୍ତି ପ୍ରକାଶ…

ଫେଲ ମାରିବ କି ବିଜେପିର ମିଶନ ଦକ୍ଷିଣ?

ଭୁବନେଶ୍ୱର: କାହିଁକି କର୍ଣ୍ଣାଟକ ଫଳାଫଳ ବିଜେପି ଓ କଂଗ୍ରେସ ପାଇଁ ଏତେ ଗୁରୁତ୍ୱପୂର୍ଣ୍ଣ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଆଗକୁ ଦେଶର ସାଧାରଣ ନିର୍ବାଚନ ଥିବାବେଳେ ବିଜେପି ତୃତୀୟ ଥର ପାଇଁ ଦେଶରେ ଶାସନକୁ ଆସିବାକୁ ଚାହୁଁଛି। କିନ୍ତୁ କଂଗ୍ରେସ ଓ ଅନ୍ୟ ବିରୋଧୀମାନେ ଏକାଠି ହୋଇ…

କର୍ଣ୍ଣାଟକରେ ଝୁଲାଇବ ଜେଡିଏସ

ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ଭୋଟ ଗଣତି ଆରମ୍ଭ ହେବ। କର୍ଣ୍ଣାଟକ ମହାସଂଗ୍ରାମର ମହାଫଳ ପ୍ରକାଶ ପାଇବ। କିନ୍ତୁ ଏହା ପୂର୍ବରୁ ସରକାର ଗଢ଼ିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଏକଜିଟ ପୋଲ ଭିନ୍ନ ଭିନ୍ନ କଥା କହୁଥିବା ହେଲେ ଝୁଲା ବିଧାନସଭାକୁ ଏଡାଇ…

ଚେୟାର ପାଇଁ କଂଗ୍ରେସ ନେତାଙ୍କ କଳି, ପ୍ରେସମିଟରେ ତଳେ ହେଲେ ଗଡ଼ାଗଡ଼ି

ରାଉରକେଲା: ଚେୟାରରେ ବସିବାକୁ ନେଇ ହାତାହାତି ହେଲେ କଂଗ୍ରସ ନେତା । ପ୍ରେସମିଟରେ କିଏ ବସିବ ଆଗ ଧାଡ଼ିରେ ? ଯାହାକୁ ନେଇ ରାଉରକେଲାରେ ଦୁଇ ପୁରୁଖା କଂଗ୍ରେସ ନେତା ହାତାହାତି ହୋଇଛନ୍ତି । ରାଉରକେଲା କଂଗ୍ରେସ ପକ୍ଷରୁ କୌଣସି ପ୍ରସଙ୍ଗକୁ ନେଇ ଆଜି ସାମ୍ବାଦିକ ସମ୍ମିଳନୀ ଡକା ଯାଇଥିଲା ।…

କର୍ଣ୍ଣାଟକରେ ରେକର୍ଡ ମତଦାନ ,ଅଧିକ ଭୋଟ କଂଗ୍ରେସକୁ ନା ବିଜେପିକୁ?

ଭୁବନେଶ୍ୱର: ଆଉ ଗୋଟିଏ ଦିନ ପରେ ଅର୍ଥାତ ଆସନ୍ତା ୧୩ ତାରିଖରେ କର୍ଣ୍ଣାଟକ ନିର୍ବାଚନ ପାଇଁ ଭୋଟ ଗଣତି ହେବ। ତେଣୁ ନିର୍ବାଚନର ପ୍ରକୃତ ଫଳାଫଳ ଉପରେ ସମସ୍ତଙ୍କର ନଜର ରହିଛି। ଏଭଳି ସ୍ଥିତିରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲରେ ଭିନ୍ନ ଭିନ୍ନ ମତ ଆସୁଛି। ପ୍ରାୟ ମତ…

କାହାର ହେବ କର୍ଣ୍ଣାଟକ ? ଏକଜିଟ୍ ପୋଲରେ କଂଗ୍ରେସ ଆଗୁଆ, ଜେଡିଏସ୍ ସାଜିବ ‘କିଙ୍ଗମେକର’

ବେଙ୍ଗଳୁରୁ: ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ଲାଗି ମତଦାନ ସରିଛି । ଭିନ୍ନ ଭିନ୍ନ ସଂସ୍ଥା ବୁଥ୍ ବାହୁଡ଼ା ମତ ପ୍ରକାଶ କରିଥିବା ବେଳେ ୭ଟାରୁ ୫ଟି ଏକଜିଟ୍ ପୋଲରେ କଂଗ୍ରେସ ବଡ଼ ଦଳ ଭାବେ ଉଭା ହୋଇଛି । ଏକଜିଟ୍ ପୋଲ୍ ଅନୁସାରେ, କର୍ଣ୍ଣାଟକରେ ଯଦି ଝୁଲା ସରକାର ହୁଏ ତାହାଲେ ସରକାର…

କ୍ଷମତାକୁ ଆସିବା ପୂର୍ବରୁ କଂଗ୍ରେସର ଯୋଜନା ଘୋଷଣା ଆରମ୍ଭ, ହେଲା ହିତାଧିକାରୀ ଚୟନ

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆସନ୍ନ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଏକ ଅଭିନବ ଢଙ୍ଗରେ ମହିଳାଙ୍କ ପାଇଁ ଯୋଜନା ଆରମ୍ଭ କରିଛି। ସାଧାରଣତଃ ଯେଉଁ ଦଳ ସରକାରରେ ଥାଏ ସେ ଦଳ ଯୋଜନା ଘୋଷଣା କରେ ଓ ଏହି ଯୋଜନା ପାଇଁ ପଞ୍ଜିକରଣ ଆରମ୍ଭ ହୁଏ। କିନ୍ତୁ ମଧ୍ୟପ୍ରଦେଶରେ ଏକ ବ୍ୟତିକ୍ରମ…

‘କର୍ଣ୍ଣାଟକ ନିର୍ବାଚନ’, ଝାଳ ବୁହାଇ ଲଢ଼ିଲେ ଝୁଲା ସରକାର ଗଢିବେ !

ଭୁବନେଶ୍ୱର: କର୍ଣ୍ଣାଟକରେ ମତଦାନ ପ୍ରକ୍ରିୟା ସରିବା ସହ ଏବେ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଛି। ରାଜନୈତିକ ଦଳ ଗୁଡ଼ିକର ଭବିଷ୍ୟତ ମଧ୍ୟ ଏହି ଇଭିଏମର ଫଳାଫଳ ଉପରେ ନିର୍ଭର କରୁଛି। ଏଭଳି ସ୍ଥିତିରେ ବିଭିନ୍ନ ପ୍ରାକ ନିର୍ବାଚନ ସର୍ଭେରେ ଭିନ୍ନ ଭିନ୍ନ ଚିତ୍ର ଆସୁଛି। କଂଗ୍ରେସ…