Latest Odisha News

BREAKING NEWS

Browsing Tag

congress

ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ଼ଗେ, ଭୁବନେଶ୍ୱରରେ ହେବ ବିଶାଳ ସମାବେଶ

ଭୁବନେଶ୍ୱର: ଚଳିତ ମାସ ଶେଷ ସପ୍ତାହରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ରାଜ୍ୟ କଂଗ୍ରେସ ନେତାଙ୍କ ମନୋବଳ ବଢାଇବା ସହିତ ବିଶାଳ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି…

ଏମପିରେ ବିଜେପିକୁ ଜିତାଇ ନ ଦେବା ପାଇଁ କଂଗ୍ରେସର ପ୍ଲାନ ଏବିସିଡି !

ଭୁବନେଶ୍ୱର: ରାତି ପାହିଲେ ଭୋଟ ଗଣତି। ଏମପିରେ ପ୍ରସ୍ତୁତି ଜୋରଦାର ଚାଲିଛି। ସେପଟେ ଉଭୟ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜିତିବା ଦାବି ସହ ସରକାର ଗଢିବାକୁ ପ୍ରସ୍ତୁତ ହେଉଛନ୍ତି। ଏ ଭିତରେ କଂଗ୍ରେସ ପକ୍ଷରୁ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ସରକାର…

ବାହାରିଲା କଂଗ୍ରେସର ପୁରୁଣା ରୋଗ,ଫଳ ଆସିନି କିନ୍ତୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଲଢେଇ ଆରମ୍ଭ !

ଭୁବନେଶ୍ୱର: ଛତିଶଗଡ଼ରେ କଂଗ୍ରେସ ଦ୍ଵିତୀୟଥର ସରକାର ଗଢ଼ିବା ନେଇ ଆକଳନ କରାଯାଉଥିବା ବେଳେ ବିଜେପି ମଧ୍ୟ ସରକାର ଗଢିବାକୁ ଆଶା ରଖିଛି। ଏସବୁ ଭିତରେ କିନ୍ତୁ କଂଗ୍ରେସ ସରକାର ରିପିଟ କରିବା ସମ୍ଭାବନା ଅଧିକ ରହିଛି। ରାତି ପାହିଲେ ଏ ନେଇ ସ୍ପଷ୍ଟ ହୋଇଯିବ। କିନ୍ତୁ ଏ ଭିତରେ ଛତିଶଗଡରେ…

ରାଜସ୍ଥାନରେ କଂଗ୍ରେସ, ବିଜେପିକୁ ଖେଳାଇବ ବିଏସପି !

ଭୁବନେଶ୍ୱର: ରାଜସ୍ଥାନ ବିଧାନସଭା ନିର୍ବାଚନ ଭୋଟଗଣତି ପୁର୍ବରୁ ଭିନ୍ନ ଭିନ୍ନ ଆକଳନ ହେଉଥିବା ବେଳେ ପ୍ରମୁଖ ରାଜନୈତିକ ଦଳ ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି କ୍ରମରେ କିଙ୍ଗ ମେକର ଭୂମିକାରେ ଅବତୀର୍ଣ୍ଣ ହେବକୁ ଛୋଟ ଛୋଟ ଦଳ ମଧ୍ୟ ନିଜର ପ୍ରସ୍ତୁତି କରୁଛନ୍ତି। ବହୁଜନ ସମାଜବାଦୀ…

କଂଗ୍ରେସ ଜିତିଲେ ପାଇବ ଦୁଇ ଲକ୍ଷ, ବିଜେପି ଜିତିଲେ ଅଢେଇ ଲକ୍ଷ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ମତଦାନ ଶେଷ ହୋଇଥିବା ବେଳେ ଆସନ୍ତା ତିନି ତାରିଖରେ ଭୋଟ ଗଣତି ହେବ। ଏକା ସାଙ୍ଗରେ ସମସ୍ତ ରାଜ୍ୟର ଭୋଟ ଗଣତି ହେବ। ଯାହାକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ଆକ୍ଷେପପ୍ରତିଆକ୍ଷେପର ପର୍ବ ତୀଵ୍ର ହେବାରେ ଲାଗିଛି। ଏହି କ୍ରମରେ…

ଏମପିରେ ଆଗୁଆ ପୋଷ୍ଟାଲ ଭୋଟ ଗଣି ଫସିଗଲା ପ୍ରଶାସନ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆଗୁଆ ପୋଷ୍ଟାଲ ଵାଲଟ ଖୋଲିବା ପ୍ରସଙ୍ଗକୁ ନେଇ ବିବାଦ ଥମିବାର ନାଁ ଧରୁନି। ଏମପିର ଵାଲାଘାଟରେ ଘଟିଥିବା ଏହି ଘଟଣାକୁ ନେଇ ରାଜନୀତି ତୀଵ୍ର ହେବା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଉଛି। ଏହି ଘଟଣା ପାଇଁ ଏସଡିଏମ ଗୋପାଳ ସୋନିଙ୍କୁ ନିଲମ୍ବିତ କରାଯାଇଛି।…

କଂଗ୍ରେସକୁ ସରକାର କରାଇ ନ ଦେବାକୁ ଏମପିରେ ବିଜେପିର ପ୍ଲାନ ‘ବି’!

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ଭୋଟ ଗଣତି ସହ ଫଳାଫଳ ଆସିବାକୁ ଆଉ ମାତ୍ର ମଝିରେ ତିନି ଦିନ ବାକି ରହିଛି। ଯାହାକୁ ନେଇ ନିର୍ବାଚନ କମିଶନଙ୍କ ସମେତ ବିଭିନ୍ନ ଦଳଗୁଡିକ ପ୍ରସ୍ତୁତ ହେଉଛନ୍ତି। ସେପଟେ ଫଳାଫଳ ଆସିବା ପରେ ସୃଷ୍ଟି ହେବାକୁ ଥିବା ସ୍ଥିତିକୁ ନେଇ ପ୍ରମୁଖ ରାଜନୈତିକ ଦଳ…

କେସିଆରଙ୍କୁ ଫସାଇଦେଲା କଂଗ୍ରେସ ଗ୍ୟାରେଣ୍ଟି, ରାହୁଲଙ୍କ ଉପରେ ରାଗିଲେ କବିତା !

ଭୁବନେଶ୍ୱର: ରାତି ପାହିଲେ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ପ୍ରଚାର ଶେଷ ହେବା ପରେ ବିଭିନ୍ନ ରାଜନୈତିକ ଦଳ ପାର୍ଟି କ୍ୟାଡ଼ର ମାନଙ୍କୁ ଆକ୍ଟିଭ କରୁଛନ୍ତି। ସେପଟେ ପ୍ରମୁଖ ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ବୟାନବାଜି ତୀଵ୍ର ହେବାରେ ଲାଗିଛି। ତେଲେଙ୍ଗାନାରେ ଶାସକ…

ସରିଲା ତେଲେଙ୍ଗାନା ପ୍ରଚାର, ‘ବାଏ ବାଏ କେସିଆର’!

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ମତଦାନକୁ ଆଉ ମାତ୍ର ଅଳ୍ପ କିଛି ସମୟ ବାକି ଥିବାବେଳେ ହେଭିୱେଟ ପ୍ରଚାର ଶେଷ ହୋଇଛି। ବହୁଦିନ ଧରି ଚାଲିଥିବା ପ୍ରଚାର ଶେଷ ହୋଇଥିବା ବେଳେ ମତଦାନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କଠୁ ଆରମ୍ଭ କରି କେନ୍ଦ୍ର…

ତେଲେଙ୍ଗାନା, ଏମପି, ଛତିଶଗଡରେ ଜିତିବ କଂଗ୍ରେସ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଚାରୋଟି ରାଜ୍ୟର ମତଦାନ ଶେଷ ହୋଇଛି। କେବଳ ଦକ୍ଷିଣୀ ରାଜ୍ୟ ତେଲେଙ୍ଗାନାର ମତଦାନ ବାକି ରହିଛି। ସେପଟେ ଆସନ୍ତା ମାସ ତିନି ତାରିଖରେ ଗଣତି ହେବା ସହ ସବୁ ରାଜ୍ୟର ଫଳାଫଳ ପ୍ରକାଶ ପାଇବ। କିନ୍ତୁ ତା…