ମଧ୍ୟପ୍ରଦେଶରେ କଂଗ୍ରେସକୁ ହରାଇବାକୁ ବିଜେପିର ‘ଆମେଥି ପ୍ଲାନ’
ଭୁବନେଶ୍ୱର: ମଧ୍ୟପ୍ରଦେଶ ପାଇଁ ବଢିଛି ବିଜେପିର ଚିନ୍ତା। ରାଜ୍ୟର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଦଳ କିଭଳି ଶାସନକୁ ଫେରିବ ସେ ନେଇ ଚିନ୍ତା ବଢିଛି। ସେଥିପାଇଁ ଦଳ ଏକ ବଡ଼ ଯୋଜନା କରୁଥିବା ଜଣାପଡ଼ିଛି।
ମଧ୍ୟପ୍ରଦେଶରେ କଂଗ୍ରେସର ପ୍ରମୁଖ ଦମଦାର ନେତାଙ୍କ ଉପରେ ଆଖି ପକାଇଛି…