Latest Odisha News

BREAKING NEWS

Browsing Tag

congress

ଆଉ କଂଗ୍ରେସରେ ଭଲ ଲାଗୁନି, ବିଜେପି ଯିବେ ପାଇଲଟ !

ଭୁବନେଶ୍ୱର: କଂଗ୍ରେସରେ ଗୋଟିଏ ପଟେ ସମ୍ଭାବନା ତ ଆଉ ଗୋଟିଏ ପଟେ ନିରାଶା ବଢି ବଢି ଚାଲିଛି। କର୍ଣ୍ଣାଟକ ନିର୍ବାଚନରେ ଦଳ ପାଇଁ ଅନେକ ସମ୍ଭାବନାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ରାହୁଲଙ୍କ ଭବିଷ୍ୟତକୁ ନେଇ କଂଗ୍ରେସ ବେଶ ଆଶାବାଦୀ। ସେପଟେ ରାଜସ୍ଥାନରେ ଯୁବ ନେତା ତଥା ପୂର୍ବତନ…

କର୍ଣ୍ଣାଟକରେ କଂଗ୍ରେସକୁ ଦଳିତଙ୍କ ସମର୍ଥନ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଦୁଇ ଟାଣୁଆ ଲିଙ୍ଗାୟତ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ସେଟ୍ଟାର ଓ ଉପମୁଖ୍ୟମନ୍ତ୍ରୀ ଲକ୍ଷଣ ସାବାଡି କଂଗ୍ରେସରେ ଯୋଗ ଦେଇଥିବା ବେଳେ ଲିଙ୍ଗାୟତଙ୍କ ସମର୍ଥନ କଂଗ୍ରେସକୁ ଆସିବ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ…

କଂଗ୍ରେସକୁ ବିଜେପି ନେତା ସମ୍ବିତ ପାତ୍ରଙ୍କ କଟାକ୍ଷ ! କହିଲେ; ସୁରଟ କୋର୍ଟଙ୍କ ରାୟ ଗାନ୍ଧି ପରିବାର ମୁହଁରେ ଚାପୁଡ଼ା

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ମାନହାନୀ ମାମଲାରେ ତଳକୋର୍ଟ ଦେଇଥିବା ଦଣ୍ଡାଦେଶ ଉପରେ ସ୍ଥଗିତାଦେଶ ପାଇଁ ଆବେଦନକୁ ସୁରଟର ସେସନ୍ସ କୋର୍ଟ ଖାରଜ କରିଦେବା ପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେପି । ଦଳର ମୁଖପାତ୍ର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ…

କଂଗ୍ରେସରେ ଅଲୋଡ଼ା ‘ପାଇଲଟ’ !

ଭୁବନେଶ୍ୱର: ଧୀରେ ଧୀରେ ଅଲୋଡ଼ା ହୋଇପଡୁଛନ୍ତି କି ପାଇଲଟ ? ରାଜସ୍ଥାନ କଂଗ୍ରେସର ଭବିଷ୍ୟତ ତଥା ଜାତୀୟ କଂଗ୍ରେସର ଯୁବ ଚେହେରା ସଚିନ ପାଇଲଟଙ୍କ ରାଜନୈତିକ ଭବିଷ୍ୟତ କଣ ହେବ? ସେ କଂଗ୍ରେସରେ ରହିବେ ନା କିଛି ବିକଳ୍ପ ଚିନ୍ତା କରିବେ? ଏମିତି କିଛି ଚର୍ଚ୍ଚା ଏବେ ଜୋର ଧରିଛି। କଂଗ୍ରେସ…

‘କର୍ଣ୍ଣାଟକ ନିର୍ବାଚନ’ ଏବେ ମଇଦାନରେ ହେବ ଯୁଦ୍ଧ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ୨୨୪ ଆସନ ପାଇଁ ପ୍ରମୁଖ ଦଳର ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିବା ସହ ଚିତ୍ର ମଧ୍ଯ ସ୍ପଷ୍ଟ ହୋଇଛି। ଯେଉଁ ଆଶାୟୀମାନେ ବିଭିନ୍ନ ପ୍ରମୁଖ ଦଳରୁ ଟିକେଟ ନ ପାଇଲେ…

ରାହୁଲଙ୍କ ଟାର୍ଗେଟରେ ସେଠ ଓ ସାହେବ

ଭୁବନେଶ୍ୱର: ଆଦାନୀ ପ୍ରସଙ୍ଗରେ ରାହୁଲ ପୁଣିଥରେ ବିଜେପିକୁ ଘେରିବା ଆରମ୍ଭ କରିଛନ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କରିଥିଲେ ମଧ୍ୟ ରାହୁଲ ଚୁପ ବସିନାହାନ୍ତି। ଯେଉଁ ପ୍ରସଙ୍ଗକୁ ନେଇ ବିଜେପିକୁ ରାହୁଲ ସଂସଦରେ ଘେରୁଥିଲେ ସେହି ପ୍ରସଙ୍ଗକୁ ବାହାରେ ବାରମ୍ବାର ଉଠାଉଛନ୍ତି।…

‘ଝାରସୁଗୁଡ଼ା ଉପନିର୍ବାଚନ’ ଖରା ତାତିକୁ ତାତୁଛି ପ୍ରଚାର

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏବେ ଫୋକସରେ ରହିଛି ପ୍ରଚାର। ସାଧାରଣ ନିର୍ବାଚନ ପୂର୍ବରୁ ଝାରସୁଗୁଡ଼ା ଉପନିର୍ବାଚନ ବହୁ ଗୁରୁତ୍ୱ ରଖୁଥିବାରୁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଭଲ ପ୍ରଦର୍ଶନ ପାଇଁ…

‘କୋଟିଆ’ ଦୁଃଖ ଆଣିଦେଲା ଗୋ ବ୍ୟାକ ନାରା !

ଭୁବନେଶ୍ୱର: କୋଟିଆରେ ଧର୍ମେନ୍ଦ୍ରଙ୍କ ଗୋ ବ୍ୟାକ ଆନ୍ଧ୍ର ନାରା ପରେ କୋଟିଆକୁ ନେଇ ରାଜନୈତିକ ଚର୍ଚ୍ଚା ଥମୁନି। ଏହି ନାରାକୁ ନେଇ ବିଜେଡି ଓ କଂଗ୍ରେସ ଧର୍ମେନ୍ଦ୍ରଙ୍କ ସମେତ ବିଜେପିକୁ ଟାର୍ଗେଟ କରିଥିଲେ। ଏପରିକି ଆନ୍ଧ୍ର ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ଏ ବୟାନକୁ ସମାଲୋଚନା କରିଥିଲା। ଏ…

‘ମହାରାଷ୍ଟ୍ର ରାଜନୀତି’ ସିନ୍ଦେ ଆଉଟ ପାୱାର ଇନ !

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ନିର୍ବାଚନ ପରେ ବିଜେପି ଶିବସେନା ସରକାର ଗଢିବାର ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ମହା ବିକାଶ ଅଘାଡି ମେଣ୍ଟ ସରକାର ହୋଇଥିଲା। ଶିବସେନା, କଂଗ୍ରେସ ଓ ଏନସିପି ମିଳିତ ସରକାର ଗଢ଼ିଥିଲେ। ଏହା ପରେ ଶିବସେନାର ଏକନାଥ ସିନ୍ଦେଙ୍କ…

‘କର୍ଣ୍ଣାଟକ ଲଢେଇ’ କଂଗ୍ରେସର ଅଭିଜ୍ଞତା ବନାମ ବିଜେପିର ନୂଆ ମୁହଁ

ଭୁବନେଶ୍ୱର: କର୍ଣ୍ଣାଟକରେ ଏଥର ନୂଆ ବନାମ ପୁରୁଣା ଲଢେଇ। ବିଜେପି ୭୦ ରୁ ଅଧିକ ନୂଆ ଚେହେରାକୁ ନିର୍ବାଚନ ମଇଦାନକୁ ଓଲ୍ହାଇଛି। ଏପରିକି ପ୍ରାୟ ୨୦ ଜଣ ବିଧାୟକଙ୍କ ଟିକେଟ କାଟିଛି ଦଳ। ଦଳର ବହୁ ବରିଷ୍ଠ ନେତା, ପୂର୍ବତନ ମୁଖ୍ୟମନ୍ତ୍ରୀ, ବରିଷ୍ଠ ବିଧାୟକ ତଥା ବହୁ ହେଭିୱେଟଙ୍କୁ ଟିକେଟ…