‘ରାହୁଲ’ ଦଣ୍ଡ ଭୋଗିଲେ ସଫଳ, ଦଣ୍ଡ କମିଲେ ବିଫଳ !
ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ଓ ସଦସ୍ୟ ପଦ ରଦ୍ଦ ଘଟଣା କେଉଁ ମୋଡ଼ ନେବ। ଆଇନଗତ ଲଢେଇ ପାଇଁ କଂଗ୍ରେସ ନିଷ୍ପତ୍ତି ନେବା ସହ ସେ ଦିଗରେ ଆଗେଇଛି। କିନ୍ତୁ ଏହା କଂଗ୍ରେସ ପାଇଁ ଲାଭଦାୟୀ ହେବ ନା ପୁଣି ସ୍ଥିତିକୁ ସାଧାରଣ କରିଦେବ ତାକୁ ନେଇ ଚର୍ଚା ଆରମ୍ଭ ହୋଇଛି।
ରାହୁଲଙ୍କୁ…