Latest Odisha News

BREAKING NEWS

Browsing Tag

congress

ଜାଗା ମିଶନର ହିତାଧିକାରୀ ଚୟନ ତାଲିକାରେ ଅନିୟମିତତା ଓ ଚଞ୍ଚକତା ହୋଇଛି: କଂଗ୍ରେସ

ଭୁବନେଶ୍ୱର: ୨୦୧୭ ମସିହାରେ ରାଜ୍ୟ ସରକାର ଜାଗା ମିଶନ ଗଠନ କରିଥିବା ବେଳେ ମୂଳ ଉଦ୍ଦେଶ୍ୟ ଥିଲା ରାଜ୍ୟର ସହରାଞ୍ଚଳର ବସ୍ତିମାନଙ୍କରେ ବାସ କରୁଥିବା ଗରିବ, ଭୂମିହୀନ ପରିବାରକୁ ଜମି ଅଧିକାର ଦେବା । କିନ୍ତୁ ଏଥିରେ ସରକାର କିଭଳି ଦୁର୍ନୀତି କରିଥିବା ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ ।…

ପୁଣି ମନେ ପଡ଼ିଲା ମହାନଦୀ ! କେନ୍ଦ୍ର ଓ ଛତିଶଗଡକୁ ଦାୟୀ କଲେ ଦେବୀ, କଟାକ୍ଷ କଲେ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ବର : ବେଶ କିଛି ଦିନର ନିରବତା ପରେ ବୁଧବାର ବିଧାନସଭାରେ ଶୁଭିଛି ମହାନଦୀ ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ବିଜେଡି ବିଧାୟକ ଦେବୀ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ ଉଭୟ ବିଜେପି ଓ କଂଗ୍ରେସ ଉପରେ ବର୍ଷିଛନ୍ତି । ଦେବୀ ମିଶ୍ର କହିଛନ୍ତି, ମହାନଦୀର ଜଳ ଉପରେ ଅଢ଼େଇ କୋଟିରୁ ଅଧିକ…

‘ନବୀନଙ୍କ ପ୍ରତିକ୍ରିୟା’ ଜୟନାରାୟଣ ଇଫେକ୍ଟ ନୁହେଁ ତ ?

ଭୁବନେଶ୍ୱର: ଗଣମାଧ୍ୟମରେ ନବୀନଙ୍କ ପ୍ରତିକ୍ରିୟାକୁ ନେଇ ଏବେ ରାଜ୍ୟବ୍ୟାପୀ ଚର୍ଚ୍ଚା। ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିରୋଧୀଙ୍କ ବାରମ୍ବାର ଟାର୍ଗେଟ ପରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖାଲି ମୁହଁ ଖୋଲିନାହାଁନ୍ତି। ବିଭିନ୍ନ ପ୍ରସଙ୍ଗରେ ଗଣମାଧ୍ୟମ…

ଶରତଙ୍କ ପିସିସି ନେତୃତ୍ୱକୁ ୧୦ ମାସ, ଯୋଡି ହେଉନି ହାତ !

ଭୁବନେଶ୍ୱର: କଂଗ୍ରେସରେ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି। ଶରତ ପଟ୍ଟନାୟକଙ୍କ ନୂଆ କମିଟି ଘୋଷଣା ହେବା ବଦଳରେ ତାରିଖ ଗଡି ଗଡି ଚାଲିଛି। ଦାୟିତ୍ୱ ନେବାର ଦଶ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏ ଯାଏ ଶରତଙ୍କ ନୂଆ କମିଟି ଘୋଷଣା ହୋଇପାରୁନି। ନୂଆ ପିସିସି କମିଟି ତାଲିକା ଦିଆଯିବା କାମ…

‘କେନ୍ଦ୍ରାପଡା’ ଏଥର ବିଜେଡିରୁ ଗୀତାଞ୍ଜଳି ନା ରାଜେଶ ?

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ କେନ୍ଦ୍ରାପଡାରେ ବିଜେଡିରୁ କିଏ ହେବ ପ୍ରାର୍ଥୀ ?ଶଶୀଭୂଷଣଙ୍କ ଜାଗା କିଏ ନେବ। ଏହାକୁ ନେଇ ଏବେ କେନ୍ଦ୍ରାପଡା ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା। ଗତ ସାଧାରଣ ନିର୍ବାଚନରେ ଶଶୀଭୂଷଣ ବେହେରା କେନ୍ଦ୍ରାପଡା ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ହେବା ପରେ…

ଗାଁକୁ ଯିବେ ବିଜେପି କଂଗ୍ରେସ, ଆଗରେ ଚାଲୁଛି ବିଜେଡି

ଭୁବନେଶ୍ୱର: ଆସନ୍ନ ନିର୍ବାଚନ ପାଇଁ ଏବେ ଦଲଗୁଡିକର ଗାଁକୁ ଚାଲ ପର୍ବ ଆରମ୍ଭ ହୋଇଛି। ଏହି କ୍ରମରେ ରାଜ୍ୟରେ ଦୁଇ ପ୍ରମୁଖ ଜାତୀୟ ଦଳ କଂଗ୍ରେସ ଓ ବିଜେପି ଗାଁ ଗାଁରେ କାର୍ଯ୍ୟକ୍ରମ କରିବାକୁ ଯୋଜନା କରିଛନ୍ତି। କଂଗ୍ରେସ ପକ୍ଷରୁ ଆସନ୍ତା 23 ତାରିଖରୁ 31 ତାରିଖ ପର୍ଯ୍ୟନ୍ତ ପ୍ରତେକ…

ରାଜନୀତିର ପଶାପାଲିରେ ଓବିସି !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜନୀତି ସେତିକି ତୀବ୍ର ହେଉଛି। ଏବେ ଓବିସି ଜନଗଣନାକୁ ନେଇ ରାଜନୀତି ସରଗରମ। ଓବିସି ବର୍ଗର ସ୍ୱତନ୍ତ୍ର ଜନଗଣନା ପାଇଁ ପୂର୍ବରୁ ଦାବି ହୋଇ ଆସୁଛି। ସେମାନଙ୍କ ଗଣନା ସହ ସଂରକ୍ଷଣ ଆଦି ପ୍ରସଙ୍ଗକୁ ନେଇ ଶାସକ…

ରାଜନଗରରୁ ଧ୍ରୁବଙ୍କ ବଦଳରେ ଅଂଶୁମାନ !

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀର ଏଥର ବିଜେଡି ପ୍ରାର୍ଥୀ କିଏ ହେବ। ବର୍ତ୍ତମାନର ବିଜେଡି ବିଧାୟକ ଧ୍ରୁବ ସାହୁ ହିଁ ପ୍ରାର୍ଥୀ ହେବେ ନା ଆଉ କିଏ ପ୍ରାର୍ଥୀ ହେବ। କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ବିଜେଡିରେ ମିଶିବା ସହ ରାଜନଗରରୁ ବିଧାୟକ…

ଦିନେ ଦୁଇଦିନରେ ପିସିସିର ନୂଆ କମିଟି !

ଭୁବନେଶ୍ୱର: ଘୋଷଣା ହେବ ଶରତଙ୍କ ନୂଆ ଟିମ। ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ପ୍ରଦେଶ କଂଗ୍ରେସର ନୂଆ କମିଟି ଘୋଷଣା ହୋଇପାରେ। ପିସିସି ସଭାପତି ଦିଲ୍ଲୀ ଗସ୍ତ କରିବା ପରେ ଏ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ଦାଇତ୍ୱ ନେବାର ବହୁ ମାସ ବିତିଯାଇଥିଲେ ମଧ୍ୟ ଏ ଯାଏ ପିସିସି କମିଟି ଗଠନ ହୋଇ ନ…