ପଦ୍ମପୁରରେ ବଳ ବଢ଼ାଉଛି ବିଜେଡି
ବରଗଡ଼: ଉପନିର୍ବାଚନ ପାଇଁ ପଦ୍ମପୁରରେ ସରଗରମ ହେଉଛି ମାହୋଲ । ଆରମ୍ଭ ହୋଇଛି ମିଶ୍ରଣ ପର୍ବ । କର୍ମୀ ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ସାମିଲ୍ ହେଉଛନ୍ତି । ଆଜି ବିଜେଡି ପକ୍ଷରୁ ପାଇକମାଲରେ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଯେଉଁଥିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ…