Latest Odisha News

BREAKING NEWS

Browsing Tag

congress

କଂଗ୍ରେସର ୧୩୭ ବର୍ଷ; ସବୁଠୁ ଅଧିକ ୨୨ ଧରି ଅଧ୍ୟକ୍ଷ ଅଛନ୍ତି ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ପାଇବ ନୂଆ ଅଧ୍ୟକ୍ଷ । ପାଖେଇ ଆସୁଛି ନିର୍ବାଚନ ତାରିଖ । ଆସନ୍ତା ୧୭ ତାରିଖରେ ଅଧ୍ୟକ୍ଷ ପଦ ପାଇଁ ମତଦାନ ହେବାକୁ ଥିବା ବେଳେ ୧୯ରେ ଆସିବ ଫଳାଫଳ । ଅଧ୍ୟକ୍ଷ ପଦ ହାତେଇବା ପାଇଁ ମଲ୍ଲିକାର୍ଜୁନ ଖଡ଼ଗେ ଓ ଶଶି ଥରୁର୍ ପ୍ରାଣପଣେ ଉଦ୍ୟମ କରୁଛନ୍ତି । ୧୩୭ ବର୍ଷର ପୁରୁଣା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସ ନେତାଙ୍କ ବିବାଦୀୟ ଟ୍ୱିଟ୍, ବିଜେପିର ବିରୋଧ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗୁଜରାଟ ଗସ୍ତ ପରେ ତାଙ୍କ ବୟାନକୁ ନେଇ କଂଗ୍ରେସ ବିବାଦ ଛିଡ଼ା କରିଛି । କଂଗ୍ରେସ ନେତା ଉଦିତ୍ ରାଜ ଟ୍ୱିଟ୍ କରି ଲେଖିଛନ୍ତି, ‘ଦ୍ରୌପଦୀ ମୁର୍ମୁଙ୍କ ଭଳି ରାଷ୍ଟ୍ରପତି କୌଣସି ଦେଶକୁ ନ ମିଳୁ । ଚାମଚାଗିରିର ମଧ୍ୟ ଏକ ସୀମା ଅଛି । କହୁଛନ୍ତି…

ଧାମନଗର ସିଟ ଆମର ଥିଲା ଆମର ରହିବ: ବିରୋଧୀ ଦଳ ନେତା

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଭାରତୀୟ ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ୧୫ରେ…

ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ?

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସରେ ଦୁଇ ପ୍ରାର୍ଥୀ । ଖଡଗେଙ୍କୁ ଟକ୍କର ଦେବାକୁ ଯାଉଛନ୍ତି  ଥରୁର  ।  ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ? ଏହିକିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ପାଇଁ ରାଜନୈତିକ ପାଣିପାଗ ବହୁତ ସରଗରମ ରହିଥିଲା । କାହାକୁ ଆସନ ହରେଇବାର…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଥରୁର-ଖଡ଼ଗେଙ୍କ ମଧ୍ୟରେ ଲଢ଼େଇ ସଂଭାବନା

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷିତ କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ସରିଛି । ଆଜି ଶେଷ ଦିନରେ ତିନି ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଶଶୀ ଥରୁର, ମଲ୍ଲିକାର୍ଜୁନ ଖଡ଼ଗେ, ଏବଂ କେଏନ ତ୍ରିପାଠୀ ଏବେ ଲଢ଼େଇରେ ଅବତୀର୍ଣ୍ଣ ହୋଇଛନ୍ତି । ଅକ୍ଟୋବର ୮ ତାରିଖ ହେଉଛି…

‘ଆଜି ସାନିଟାରୀ ପ୍ୟାଡ୍ ଦାବି କରୁଛ, କାଲି କହିବ ଆମକୁ କଣ୍ଡୋମ ଦିଅ’

ନୂଆଦିଲ୍ଲୀ: ବିହାର ସରକାରଙ୍କ ଜଣେ ମହିଳା ଅଧିକାରୀ ସଂପ୍ରତି ନିଜର ବୟାନକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ଛାତ୍ରୀମାନେ ତାଙ୍କୁ ମାଗଣାରେ ସାନିଟାରୀ ପ୍ୟାଡ୍ ଦାବି କରିବାରୁ, ଅଧିକାରୀ ବଡ ବିଚିତ୍ର ପ୍ରତିକ୍ରିୟା ଦେଇଥିଲେ। ବିହାର ମହିଳା ବିକାଶର ବରିଷ୍ଠ ଅଧିକାରୀ କହିଥିଲେ, ଏବେ ତ…

ରାୟଗଡାରେ ଶକ୍ତି ପଦର୍ଶନ

ରାୟଗଡା :  ରାୟଗଡା ଜିଲ୍ଲା ସଦର ମହକୁମାରେ ଆଜି ଉଭୟ ବିଜେଡି ଏବଂ କଂଗ୍ରେସ ନିଜ ନିଜ ଶକ୍ତି ପଦର୍ଶନ କରିଛନ୍ତି । ଗୋଟିଏ ପଟେ ରାୟଗଡା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ରାୟଗଡା ଜିଲ୍ଲା ଗସ୍ତରେ ଆସିଥିଲେ ।  ରାୟଗଡ଼ା ଜିଲ୍ଲା ବିଜେଡ଼ି ତରଫରୁ ଏକ…

ଚାରିଦିନ ବିତିଲା କଂଗ୍ରେସ ସଭାପତି ପାଇଁ ନାମାଙ୍କନ ପତ୍ର ଦାଖଲ ହେଲାନି

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଦିନ ଗଡ଼ି ଗଡ଼ି ଚାଲିଛି । ଯେଉଁମାନେ ନାମାଙ୍କନ ଫର୍ମ ନେଇଛନ୍ତି ସେମାନଙ୍କ ମଧ୍ୟରୁ କେହି ବି ନାମାଙ୍କନ ପତ୍ର ଦାଖଲ କରିନାହାଁନ୍ତି ।  ୨୪ରୁ ଆରମ୍ଭ ହୋଇଥିବା ନାମାଙ୍କନ ପତ୍ର ଦାଖଲ ସମୟ ସେପ୍ଟେମ୍ବର ୩୦ ରେ ଶେଷ…

କଂଗ୍ରେସରେ ଅଧ୍ୟକ୍ଷ ପଦ ନିର୍ବାଚନ ପରେ ରାଜସ୍ଥାନ କଂଗ୍ରେସରେ ଭୂକମ୍ପ ଆଶଙ୍କା !

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦେଶର ସର୍ବ ପୂରାତନ ରାଜନୈତିକ ଦଳ କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ  ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ବର୍ତ୍ତମାନ ସବୁ ଆଡେ ଜୋରଦାର ଚର୍ଚ୍ଚା ହେବାକୁ  ଲାଗିଛି  । ଠିକ ଏହି ସମୟରେ ସବୁଠୁ ଅଧିକ…