Latest Odisha News

BREAKING NEWS

Browsing Tag

congress

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର :  ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି  ଯାତ୍ରା।  ଏଥିରେ ବିଭିନ୍ନ ସାମାଜିକ କର୍ମୀଙ୍କୁ…

ପୀଡିତା ବାପାଙ୍କ ଅଭିଯୋଗ : ହୀନ ରାଜନୀତି କରୁଛି ପାରାଦ୍ଵୀପ ବିଜେପି

ପାରାଦ୍ଵୀପ :  ଅଗଷ୍ଟ ୨୬ ତାରିଖରେ ପାରାଦ୍ଵୀପ ଠାରେ ଆଶା କର୍ମୀ ବଳତ୍କାର ଘଟଣାକୁ ନେଇ ରାଜନୀତି ଆରମ୍ଭ ହେଇଯାଇଛି  । ଏହାକୁ ନେଇ ପାରାଦ୍ଵୀପ ବିଜେପି ହୀନ ରାଜନୀତି କରୁଥିବାର ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି ପୀଡିତା ଙ୍କ ବାପା  । ଘଟଣାକୁ ଭୁଲି ବଞ୍ଚିବା ପାଇଁ ଚେଷ୍ଟା…

ସିଏମସି କମିଶନରଙ୍କୁ ବାଥରୁମ କବାଟ ଦେଲେ କଟକ କଂଗ୍ରେସ ନେତା

କଟକ : ସରକାରଙ୍କ ବିଫଳତାକୁ ନେଇ ବିରୋଧି ବିଭିନ୍ନ ପ୍ରକାରର ପ୍ରତିବାଦ କରୁଥିବାର ଦେଖିବାକୁ ମିଳେ । ହେଲେ କଟକ ସହରରେ କିଛି ଭିନ୍ନ ଘଟଣା ଦେଖିବାକୁ ମିଳିଛି  । କଟକ ମହାନଗର ନିଗମର କାର୍ଯ୍ୟାଳୟରେ ଦେଖିବାକୁ ମିଳିଛି କିଛି ଭିନ୍ନ ଧରଣର ଓ ନିଆରା  ଘଟଣା । ସିଏମସି କମିଶନରଙ୍କୁ ବାଥରୁମ…

ଆରଏସଏସ ପୋଷାକରେ ନିଆଁ ଲଗାଇ ଟୁଇଟ କଲା କଂଗ୍ରେସ

ଭୁବନେଶ୍ୱର :  ଦେଶ ରାଜନୀତିରେ କଂଗ୍ରେସର ଭାରତ  ଯୋଡ଼ୋ ଯାତ୍ରା କୁ ନେଇ ଏବେ ଜୋରଦାର ଚର୍ଚ୍ଚା ହେଉଛି  ।  ଏହି ଯାତ୍ରା ଦିନକୁ ଦିନ ଯେତେ ଆଗକୁ ଯାଉଛି କଂଗ୍ରେସ ନିଜ ସ୍ଥିତିକୁ ସେତେ ଶକ୍ତିଶାଳୀ କରିବାରେ ଲାଗିଛି  । କଂଗ୍ରେସର ମୁଖ୍ୟ ପ୍ରତିଦ୍ବନ୍ଦୀ ବିଜେପି ଏହି ପଦଯାତ୍ରାକୁ ନେଇ…

ପେଟ୍ରୋଲ, ଡିଜେଲ ଦରକୁ ନେଇ ମୋଦି ସରକାରଙ୍କୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଖସୁଛି । ହେଲେ ଦେଶରେ କାହିଁକି କମୁନି ପେଟ୍ରୋଲ ଓ ଡିଜେଲ୍ ଦର । ଏହି ପ୍ରସଙ୍ଗକୁ ନେଇ କେନ୍ଦ୍ରର ମୋଦି ସରକାଙ୍କୁ ଘେରିଛି କଂଗ୍ରେସ । ଦଳୀୟ ମୁଖପାତ୍ର ଗୌରବ ବଲ୍ଲଭ କହିଛନ୍ତି ଦେଶର ବିକାଶ ଦର ବଢ଼ୁ ନାହିଁ କି ଗ୍ୟାସ୍ ଓ ପେଟ୍ରୋଲ,…

ଓଡିଶାରେ ହେବ ଭାରତ ଯୋଡ଼ ପଦଯାତ୍ରା

ଭୁବନେଶ୍ୱର :  କଂଗ୍ରେସର "ଭାରତ ଯୋଡ" ଜନସମ୍ପର୍କ ପଦଯାତ୍ରା  ଓଡ଼ିଶାରେ  ହେବାକୁ ଯାଉଛି  । ଓଡିଶାରେ "ଭାରତ ଯୋଡ" ପଦଯାତ୍ରା  ଆକ୍ସନ ପ୍ଲାନ ପ୍ରସ୍ତୁତ ପାଇଁ କଂଗ୍ରେସର ଭାରତ ଯୋଡ ପଦଯାତ୍ରାର ମୁଖ୍ୟ ଦିଗ ବିଜୟ ସିଂହ ଏବଂ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓଡି଼ଶା ଗସ୍ତ କରିବେ ।…

ରାହୁଲ ଗାନ୍ଧୀଙ୍କ କଣ୍ଟେନର-1ରେ ରହିଛି  5 ଷ୍ଟାର ରୁମ୍ ଭଳି ବିଶେଷ ସୁବିଧା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାହୁଲ ଗାନ୍ଧୀ ଏବେ  ଭାରତ ଯୋଡୋ ଯାତ୍ରାରେ ବାହାରିଛନ୍ତି । 3500 କିଲୋମିଟର ଯାତ୍ରା କରିବେ ରାହୁଲ ଗାନ୍ଧୀ । ତେବେ ଏହି ଯାତ୍ରା ସମୟରେ ସେ କୈାଣସି ରାଜ୍ୟରେ 5 ଷ୍ଟାର ହୋଟେଲରେ ରହିବେ ନାହିଁ । ରାହୁଲଙ୍କ ପାଇଁ ସ୍ବତନ୍ତ୍ର କଣ୍ଟେନର ବ୍ୟବସ୍ଥା କରାଯାଇଛି…

ଫୋକସରେ ୨୦୨୪, ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର: ଫୋକସରେ ୨୦୨୪, ନଜରରେ ଓଡ଼ିଶା । ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟରେ ଶାସନରେ ଥିବା ବିଜେଡି ସହ ବିରୋଧୀ ବିଜେପି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛନ୍ତି । ଚଳିତ ମାସ ତୃତୀୟ ସପ୍ତାହରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସୁଥିବା ବେଳେ କଂଗ୍ରେସ ବି…

କିଏ ହେବ କଂଗ୍ରେସର ନୂଆ ମଙ୍ଗୁଆଳ? ରାହୁଲ, ମଲ୍ଲିକାର୍ଜୁନ, ଅଶୋକଙ୍କ ଉପରେ ନଜର

ନୂଆଦିଲ୍ଲୀ: କିଏ ହେବ କଂଗ୍ରେସର ନୂଆ ସଭାପତି? କାହାକୁ କଂଗ୍ରେସ ଦଳ ମଙ୍ଗୁଆଳ କରିବ। କାହା ନେତୃତ୍ବରେ ଦଳ ୨୦୨୪ ନିର୍ବାଚନ ଲଢ଼ିବ? ଏଭଳି ଅନେକ ପ୍ରଶ୍ନକୁ ନେଇ ଖାଲି କଂଗ୍ରେସରେ ଚର୍ଚା ହେଉନି ସାରା ଭାରତରେ ଆଲୋଚନା ହେଉଛି । ଆଉ ଦୁଇ ସପ୍ତାହ ପରେ କଂଗ୍ରେସର ନିର୍ବାଚନ ପ୍ରକ୍ରିୟାର…

କର୍ତ୍ତବ୍ୟ ପଥକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ଜୟରାମ ରମେଶ

ନୂଆଦିଲ୍ଲୀ: ରାଜପଥର ନାମ ପରିବର୍ତ୍ତନକୁ ନେଇ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପର ବର୍ଷିଛନ୍ତି । ଜୟରାମ ରମେଶ କହିଛନ୍ତି ମୋଦି ହେଉଛନ୍ତି ସୁପର ପ୍ରଚାରକ । କଂଗ୍ରେସକୁ ବିରୋଧ କରିବା ତାଙ୍କର ନିୟମିତ ଅଭ୍ୟାସ । ଏହା ସହ ସେ ଆରଏସଏସକୁ  ବ୍ରିଟିଶ…