କଂଗ୍ରେସରେ ଅଧ୍ୟକ୍ଷ ପଦ ନିର୍ବାଚନ ପରେ ରାଜସ୍ଥାନ କଂଗ୍ରେସରେ ଭୂକମ୍ପ ଆଶଙ୍କା !
ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦେଶର ସର୍ବ ପୂରାତନ ରାଜନୈତିକ ଦଳ କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ବର୍ତ୍ତମାନ ସବୁ ଆଡେ ଜୋରଦାର ଚର୍ଚ୍ଚା ହେବାକୁ ଲାଗିଛି ।
ଠିକ ଏହି ସମୟରେ ସବୁଠୁ ଅଧିକ…