କର୍ତ୍ତବ୍ୟ ପଥକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ଜୟରାମ ରମେଶ
ନୂଆଦିଲ୍ଲୀ: ରାଜପଥର ନାମ ପରିବର୍ତ୍ତନକୁ ନେଇ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପର ବର୍ଷିଛନ୍ତି । ଜୟରାମ ରମେଶ କହିଛନ୍ତି ମୋଦି ହେଉଛନ୍ତି ସୁପର ପ୍ରଚାରକ । କଂଗ୍ରେସକୁ ବିରୋଧ କରିବା ତାଙ୍କର ନିୟମିତ ଅଭ୍ୟାସ । ଏହା ସହ ସେ ଆରଏସଏସକୁ ବ୍ରିଟିଶ…